ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ ୪ଟି ବାଇକ୍‌ ସମ୍ପୁର୍ଣ୍ଣ ଜଳିଯାଇଛି। ତେବେ ଗୁରୁତର ହୋଇଥିବା ଜଣେ ଯୁବକଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ଗ୍ୟାସ ରିଫିଲିଂ ବେଳେ ଅଗ୍ନି ସଂଯୋଗରୁ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Share