କାର୍‌ ଭିତରେ ଭୟଙ୍କର ବିସ୍ଫୋରଣ: ୧୨ ମୃତ, ଅନେକ ଆହତ

ଇସଲାମାବାଦ,୧୧ା୧୧: ମଙ୍ଗଳବାର ଅପରାହ୍ନରେ ପାକିସ୍ତାନର ରାଜଧାନୀ ଇସଲାମାବାଦର ଜିଲା କୋର୍ଟ ନିକଟରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଯେଉଁଥିରେ ଅତି କମ୍‌ରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି।

ପ୍ରାରମ୍ଭିକ ସୂଚନାନୁଯାୟୀ, କୋର୍ଟ କମ୍ପ୍ଲେକ୍ସର ପାର୍କିଂ ଲଟ୍‌ରେ ପାର୍କିଂ ହୋଇଥିବା ଏକ କାର୍‌ରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଯୋଗୁ ଏପରି ଘଟିଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଏହା ପୋଲିସ ଲାଇନ୍ସ ମୁଖ୍ୟାଳୟ ପର୍ଯ୍ୟନ୍ତ ଶୁଣାଯାଇଥିଲା। ଯାହା ଫଳରେ ଆଖପାଖ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଉଦ୍ଧାର ଏବଂ ରିଲିଫ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପ୍ରାଥମିକ ତଦନ୍ତ ପାଇଁ ବୋମା ନିଷ୍କ୍ରିୟକାରୀ ଦଳ ଏବଂ ଫୋରେନସିକ୍‌ ବିଶେଷଜ୍ଞଙ୍କୁ ମଧ୍ୟ ଡକାଯାଇଛି।

ବିସ୍ଫୋରଣ ଅନେକ ଗାଡ଼ିକୁ କ୍ଷତିଗ୍ରସ୍ତ କରିଥିଲା ଏବଂ ସେଠାରେ ଉପସ୍ଥିତ ଲୋକଙ୍କ ମଧ୍ୟରେ ଦଳାଚକଟା ହୋଇଥିଲା। ସମସ୍ତ ଆହତଙ୍କୁ ତୁରନ୍ତ ପାକିସ୍ତାନ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସେସ (ପିମ୍ସ) ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri