Posted inଜାତୀୟ

ଆଗ୍ରା ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଆଗ୍ରା,୭।୯-ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସିକନ୍ଦରା ଅଞ୍ଚଳରେ ଥିବା ଏକ ରାସାୟନିକ କାରଖାନାରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। କେମିକାଲ ଫ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିବା ଯୋଗୁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଖବରଲେଖା ହେବା ସୁଦ୍ଧା କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆଶା କରୁଛି ମେ ୨ ପୂର୍ବରୁ ଦିଦିଙ୍କ ଗୋଡ ଠିକ୍‌ ହୋଇଯିବ’

କୋଲକତା,୧୮।୪: ପଶ୍ଚିମବଙ୍ଗରେ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନରେ ୧୮୦ଟି ଆସନରୁ ଭାଜପାକୁ ୧୨୨ରୁ ଅଧିକ ଆସନ ଜିତିବ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’

ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍‌...

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ...

ସନ୍ଧ୍ୟାପରେ ଅଙ୍ଗୁର ଖାଇଲେ ସ୍ବାସ୍ଥ୍ୟ ଉପରେ ପଡ଼େ ଏହି ପ୍ରଭାବ …

ଅଙ୍ଗୁର ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ଏହାକୁ ଦିନ ବେଳେ ଖାଦ୍ୟ ଖାଇ ସାରିବାର କିଛି ସମୟ ପରେ ଖାଇଲେ ସୁଫଳ ମିଳିଥାଏ। ଅଙ୍ଗୁରରେ ଟାରଟରିକ୍‌...

ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କୁ ୬ମାସ ଜେଲ୍‌

ନୂଆଦିଲ୍ଲୀ,୧୮।୧୦:ଦିଲ୍ଲୀ ବିଧାନସଭାର ବାଚସ୍ପତି ରାମନିବାସ ଗୋଏଲଙ୍କୁ ୬ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ରାଉଜ୍‌ ଏଭେନ୍ୟୁ କୋର୍ଟ ଶୁକ୍ରବାର ରାମନିବାସଙ୍କ ଏକ ମାମଲାର ଶୁଣାଣି...

ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା...

୨୪ରେ ମୋଦି-ବାଇଡେନ ଆଲୋଚନା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଆମେରିକା ଗସ୍ତରେ ଯାଉଥିବାବେଳେ ଶୁକ୍ରବାର (ସେପ୍ଟେମ୍ବର ୨୪ରେ) ସେ ଓ୍ବାଶିଂଟନରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ବୈଠକରେ...

ଏଥର ଇକୋ ଫ୍ରେଣ୍ଡ୍‌ଲୀ ଗଣେଶ

କୋଏମ୍ବାଟୁର,୨୮।୮: ଗଣେଶ ଚତୁର୍ଥୀ ଭାଦ୍ରବ ଶୁକ୍ଳପକ୍ଷରେ ପଡ଼ୁଥିବା ବେଳେ ଚଳିତବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ବିଘ୍ନବିନାଶନଙ୍କ ପୂଜା ଆଉ କିଛି ଦିନ ବାକି...

Advertisement
Archives

Model This Week