Posted inଜାତୀୟ

ଜୋତା କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୩।୯: ଦିଲ୍ଲୀସ୍ଥିତ ନରେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ଶୁକ୍ରବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି। ତେବେ ଏହି ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ପୂର୍ବରୁ ଏଭଳି ଘଟଣା ଘଟିବା ପରେ ଏହି ଅଞ୍ଚଳରେ ଅଗ୍ନିକାଣ୍ଡର ଏହା ହେଉଛି ଦ୍ୱିତୀୟ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁଙ୍କ ଶଳାଙ୍କୁ ୩ବର୍ଷ ଜେଲ୍‌

ପାଟନା,୩୦।୫: ସରକାରୀ କାର୍ଯ୍ୟାଳୟରେ ପଶିି ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସ୍ଥାନୀୟ ଏମ୍‌ପିଏମ୍‌ଏଲ୍‌ଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୋମବାର କୋଟର୍ର୍ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)...

ଅଖିଳେଶ ଆଣିଲେ ସମାଜବାଦୀ ପରଫ୍ୟୁମ୍‌…

ନୂଆଦିଲ୍ଲୀ,୯।୧୧: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ବର୍ଷରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ସମାଜବଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ସମାଜବାଦୀ ପରଫ୍ୟୁମ୍‌ର...

ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ।...

ପାକିସ୍ତାନକୁ ସମନ କରିବ ଭାରତ

ନୂଆଦିଲ୍ଲୀ,୧୪ା୧୧: ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ ପାଇଁ ପାକିସ୍ତାନକୁ ସମନ କରିବ ଭାରତ। ଶୁକ୍ରବାର ପାକିସ୍ତାନର ଆଖିବୁଜା ଗୁଳି ଚାଳନାରେ ଭାରତୀୟ ଯବାନ ଶହୀଦ ହେବା...

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା...

ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ହେଲେ ହୁଡ୍ଡା

ହରିୟାଣା,୨।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ହୁଡ୍ଡାଙ୍କୁ ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ...

ଯମୁନା ନଦୀରେ ବୁଡ଼ିଲା ଡଙ୍ଗା: ୨୦ ମୃତ

ଲକ୍ଷ୍ନୌ,୧୧।୮: ଉତ୍ତରପ୍ରଦେଶର ବନ୍ଦା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଯମୁନା ନଦୀରେ ଏକ ଡଙ୍ଗା ବୁଡ଼ି ୨୦ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ସୂଚନାଯୋଗ୍ୟ,...

ଭାଜପା ମୁଖ୍ୟାଳୟରେ ଦଳାଚକଟା ସ୍ଥିତି:ଠେଲାପେଲାରେ ବହୁ ଆହତ

ନୂଆଦିଲ୍ଲୀ,୨୪-୫(ପି.ଟି.):ନିର୍ବାଚନ ଫଳାଫଳ ଆସିବା ପରେ ରାଜଧାନୀ ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ହଜାର ହଜାର ସଂଖ୍ୟାରେ ଲୋକେ ରୁଣ୍ଡ ହେବାରୁ ସେଠାରେ ଦଳଚକଟା ଭଳି ପରିସ୍ଥିତି ସୃଷ୍ଟି...

Advertisement
Archives

Model This Week