କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ଲକ୍ଷରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜଳିପୋଡି ପାଉଁଶ

ବାଲେଶର, ୨୫।୨( ବାଞ୍ଛାନିଧି ଦେ ): କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଫାଣ୍ଡି ଛକ ନିକଟ ଏକ କଦଳୀ ଗୋଦାମରେ ନିଆଁ ଲାଗି ୫ ଲକ୍ଷର ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ମହେନ୍ଦ୍ର ପରିଡାଙ୍କ କଦଳୀ ଗୋଦାମରେ ଅକସ୍ମାତ ନିଆଁ ଲାଗିଯାଇଥିଲା। ଗୋଦାମ ଘରେ ଥିବା କଦଳୀ କାନ୍ଧି, ନଡ଼ିଆ, ଇନଭେଟର, କ୍ୟାମେରା ଆଦି ସମସ୍ତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି । ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri