Posted inଜାତୀୟ

ଦିଲ୍ଲୀ ଡମ୍ପିଂ ୟାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୨୮।୩: ରାଜଧାନୀ ଦିଲ୍ଲୀର ଗାଜିପୁରରେ ଡମ୍ପିଂ ୟାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣାସ୍ଥଳରେ ୬ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହି ଅଗ୍ନିକାଣ୍ଡ ଯୋଗୁ ଚାରିଆଡ଼େ ଧୂଆଁମୟ ହୋଇଯାଇଛି। ଫଳରେ ଲୋକଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଛି। ସୂଚନା ମୁତାବକ ଦ୍ୱିପ୍ରହର ୨ଟା ୨୭ମିନିଟ୍‌ରେ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଅନ୍ୟପଟେ ଡମ୍ପିଂ ୟାର୍ଡରେ ନିଆଁ ଲାଗିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏଏପି ବିଧାୟକ କୁଲଦୀପ କୁମାର ଟୁଇଟ କରି ପୂର୍ବତନ ଦିଲ୍ଲୀ ଏମ୍‌ପି ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ତଳର କାହାଣୀ: ୨୦୧୦ ଜୁଲାଇ ୨୫ ବନାମ ୨୦୧୯ ଅଗଷ୍ଟ ୨୧; ସେତେବେଳେ ଶାହ ହୋଇଥିଲେ ଗିରଫ; ଏବେ ଚିଦାମ୍ବରମ୍‌ଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୧।୮: ସମ୍ପ୍ରତି ଭାଜପା ସରକାରରେ କଂଗ୍ରେସର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ଅର୍ଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ମାମଲା ନେଇ ଦେଶର ରାଜନୈତିକ...

ବିପଦରେ ୪୦ କୋଟି ଲୋକ

ନୂଆଦିଲ୍ଲୀ, ୨୧ା୭: ଦେଶରେ ୬ ବର୍ଷ ଊର୍ଦ୍ଧ୍ୱ ବୟସ ବର୍ଗରେ ଥିବା ଲୋକସଂଖ୍ୟାର ଦୁଇ-ତୃତୀୟାଂଶ କୋଭିଡ୍‌-୧୯ରେ ସଂକ୍ରମିତ ହୋଇଛନ୍ତି। ଏହାର ଅର୍ଥ ପ୍ରାୟ ୪୦ କୋଟି...

ଜମ୍ମୁରେ ଓଲଟିଲା ବସ: ୨୫ ଯାତ୍ରୀ ଆହତ

ଜମ୍ମୁ,୨୮ା୫: ଜମ୍ମୁର ଡୋଡା ଜିଲାକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉଦ୍ଧାମପୁରର ବଟ୍ଟଲ ବଲିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଫଳରେ ୨୫ଜଣ ଯାତ୍ରୀ...

୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଇପିଏଫ୍‌ ସୁଧ ହାର କହିଲା…

ନୂଆଦିଲ୍ଲୀ, ୧୨।୩ : ଇପିଏଫ୍‌ ଆକାଉଣ୍ଟ ଧାରକମାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଇପିଏଫ୍‌ ପାଇଁ ଜମା ହେଉଥିବା ଟଙ୍କା ଉପରେ ମିଳୁଥିବା ସୁଧ ହାର...

ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍‌ ଦାଖଲ

ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି।...

ସେପ୍ଟେମ୍ବର ୬ରେ ଚନ୍ଦ୍ରରେ ପାଦ ଥାପିବ ଭାରତ

ନୂଆଦିଲ୍ଲୀ,୨।୫: ଆସନ୍ତା ସେପ୍ଟେମ୍ବର ୬ରେ ଭାରତ ଚନ୍ଦ୍ରରେ ପାଦ ଥାପିବ। ଏନେଇ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ପକ୍ଷରୁ ସୂଚନା ଦିଆଯାଇଛି। ଚନ୍ଦ୍ରାୟାନ-୨ ଚଳିତ ବର୍ଷ ଜୁଲାଇ...

ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୫ ।୯: ରାଜଧାନୀ ଦିଲ୍ଲୀର ଚାନ୍ଦିନି ଚୌକ ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏହି ବିଲଡିଂରେ କପଡା...

ଭାଜପାର ଉତ୍ସବ, ବିରୋଧୀଙ୍କ ବିକ୍ଷୋଭ

ଜମ୍ମୁ/ଶ୍ରୀନଗର,୬ା୮:୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ଗୁରୁବାର ଏହି ଐତିହାସିକ ପଦକ୍ଷେପକୁ ୨...

Advertisement
Archives

Model This Week