Posted inଜାତୀୟ

ବଡ଼ ଧରଣର ଅଗ୍ନିକାଣ୍ଡ: କୋରାବ ଏକ୍ସପ୍ରେସ୍‌ରେ ଲାଗିଲା ନିଆଁ

ହାଇଦ୍ରାବାଦ୍‌,୪।୩: ବିଶାଖାପଟ୍‌ନମ୍‌ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ କୋରାବ ଏକ୍ସପ୍ରେସ ଟ୍ରେନର ୩ଟି ଏସି ବଗିରେ ନିଆଁ ଲାଗି ଯାଇଛି। ତେବେ ବଗିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ଉକ୍ତ ଟ୍ରେନ୍‌ଟି କୋରାବରୁ ତିରୁମାଲା ଯାଇଥାନ୍ତା ।
ରେଲୱେ ଅଧିକାରୀଙ୍କ କହିବା ଅନୁଯାୟୀ ଏହି ଅଗ୍ନିକାଣ୍ଡ ପ୍ରଥମେ ବି୭ କୋଚର ଶୌଚାଳୟରେ ଶଟସର୍କିଟ ଯୋଗୁ ହୋଇଛି । ବି୭ ବଗି ପୂରା ଜଳି ଯାଇଥିବା ବେଳେ ବି୬ ଓ ଓମ୧ ବଗି ଆଶିଂକ ଭାବେ ଜଳିଯାଇଛି । ତେବେ ଏହି ଅଗ୍ନିକାଣ୍ଡ ବେଳେ ବଗିରେ କେହି ନଥିଲେ । ତେଣୁ ଏକ ବଡ ଦୁର୍ଘଟଣାରୁ ଯାତ୍ରୀ ଅଳ୍ପକେ ବର୍ତ୍ତିଗଲେ । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri