Posted inଜାତୀୟ

ଆମ୍ବୁଲାନ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ

ଅହମଦାବାଦ,୧୮।୧୧: ଗୁଜରାଟରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଗୁଜରାଟର ଆରଭାଲ୍ଲୀ ଜିଲା ମୋଦାସା ସହର ନିକଟରେ ଏକ ଆମ୍ବୁଲାନ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଜଣେ ନବଜାତ ଶିଶୁ ଏବଂ ଡାକ୍ତରଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି।

ପୋଲିସ ସୂଚନା ମୁତାବକ, ଶିଶୁଟି ଜନ୍ମ ହେବାର ଦିନକ ପରେ ଅସୁସ୍ଥ ହେବାରୁ ଅଧିକ ଚିକିତ୍ସା ପାଇଁ ମୋଦାସା ସ୍ଥିତ ଏକ ହସ୍ପିଟାଲରୁ ଅହମଦାବାଦର ଏକ ଘରୋଇ ହସ୍ପିଟାଲକୁ ଅଣାଯାଉଥିଲା। ସେତିକିବେଳେ ମୋଦାସା-ଧନସୁରା ରାସ୍ତାରେ ହଠାତ୍‌ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା।

ଅଗ୍ନିକାଣ୍ଡରେ ନବଜାତକ ଶିଶୁ, ଶିଶୁଙ୍କ ବାପା ଜିଗ୍ନେଶ ମୋଚି(୩୮), ଡାକ୍ତର ଶାନ୍ତିଲାଲ ରେଣ୍ଟିଆ(୩୦) ଏବଂ ନର୍ସ ଭୁରିବେନ ମନତ(୨୩)ଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏପରିକି ନିଆଁରେ ଅନ୍ୟ ୩ଜଣ ଫୋଡି ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri