ଟୁଇଟର ଉପରେ ବଡ଼ ଧରଣର ହ୍ୟାକିଂ: ୪୦ କୋଟି ଟୁଇଟର ୟୁଜରଙ୍କ ଡାଟା ଚୋରି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୬।୧୨ : ଟୁଇଟର ୟୁଜରଙ୍କ ଉପରେ ଏକ ବଡ ହ୍ୟାକିଂ ଆକ୍ରମଣ ହୋଇଛି। ଖବର ଅନୁଯାୟୀ, ଏହି ହ୍ୟାକିଂ ଆକ୍ରମଣରେ ସାରା ବିଶ୍ୱରେ ପ୍ରାୟ ୪୦ କୋଟି ୟୁଜରଙ୍କ ତଥ୍ୟ ଚୋରି ହୋଇଛି। ହ୍ୟାକରମାନେ ଏହି ତଥ୍ୟକୁ ଡାର୍କ ୱେବରେ ବିକ୍ରୟ ପାଇଁ ଉପଲବ୍ଧ କରାଇଛନ୍ତି।

ଚୋରି ହୋଇଥିବା ତଥ୍ୟରେ ୟୁଜରଙ୍କ ନାମ ବ୍ୟତୀତ ଇମେଲ ଆଇଡି, ଫଲୋଅର୍ସ ଏବଂ ଫୋନ ନମ୍ବର ସୂଚନା ଅନ୍ତର୍ଭୁକ୍ତ। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ତଥ୍ୟ ଲିକରେ ନାସା ସହିତ ଭାରତୀୟ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ତଥ୍ୟ ମଧ୍ୟ ଚୋରି ହୋଇଛି। ଏହା ବ୍ୟତୀତ ହ୍ୟାକରମାନେ ସଲମାନ ଖାନ, ସୁନ୍ଦର ପିଚାଇ, ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସୋସିଆଲ ମିଡିଆ, ସ୍ପେସ ଏକ୍ସ ଏବଂ ଡୋନାଲ୍ଡ ଟ୍ରମ୍ପ ଜୁନିୟର ଆଦି ଆକାଉଣ୍ଟ ହ୍ୟାକ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri