Posted inଜାତୀୟ

ସୁକମାରେ ବଡ଼ ଧରଣର ଆଇଇଡି ବିସ୍ଫୋରଣ: ASP ଶହୀଦ

ସୁକମା,୯।୬: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ASP ର଼୍ୟାଙ୍କ ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ସୂଚନା ଦେଇଛନ୍ତି।

ପାଟ୍ରୋଲିଂ କରୁଥିବା ବେଳେ ପୋଲିସକୁ ଟାଗେର୍ଟ କରି ମାଓବାଦୀମାନେ ଏହି ବିସ୍ଫୋରଣ ଘଟାଇଥିବା ଜଣାପଡିଛି। ବିସ୍ଫୋରଣରେ କୋଣ୍ଟା ASP ଆକାଶ ରାଓ ଗିରପୁଞ୍ଜେ ଶହୀଦ ହୋଇଯାଇଛନ୍ତି। ହସ୍ପିଟାଲରେ ଚିକିତ୍ସୀଧୀନ ଅବସ୍ଥାରେ ASP ଆକାଶଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଜୁନ୍‌ ୧୦ ତାରିଖରେ ମାଓବାଦୀମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି। ବନ୍ଦ ପୂର୍ବରୁ ମାଓମାଦୀମାନେ ନିଜ ଉପସ୍ଥିତି ଜାହିର କରିବାକୁ ଏହି ବିସ୍ଫୋରଣ ଘଟାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri