ଯାଜପୁର ଆରୁହା ଖଣି ଖାଦାନରେ ବଡ଼ ଧରଣର ରେଡ୍‌

ଯାଜପୁର,୧୧।୩: ଯାଜପୁର ଆରୁହା ପାହାଡ଼ସ୍ଥିତ ଖଣି ଖାଦାନରେ ମଙ୍ଗଳବାର ଏକ ବଡ଼ ଧରଣର ରେଡ୍‌ ହୋଇଛି। ବେଆଇନ ଖଣି ଖନନ ଅଭିଯୋଗରେ ଖଣି ବିଭାଗର ଅଧିକାରୀମାନେ ଏହି ରେଡ୍‌ କରିଛନ୍ତି। ଚଢାଉ ବେଳେ ଅଧିକାରୀମାନେ ଖଣି ଖାଦାନରୁ ୭ଟି ଜେସିବି ମେଶିନ୍‌, ୬ଟି କମ୍ପ୍ରେସର ଏବଂ ୨ଟି ହାଇୱା ଜବତ କରିଥିବା ସୂଚନା ମିଳିଛି।

ଚଢାଉ ଜାରି ରହିଥିବା ବେଳେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିଥିବା ଜଣାପଡିଛି। ଏହି ଘଟଣାକୁ ନେଇ ଯାଜପୁରରେ ରାଜନୀତିରେ ମଧ୍ୟ ଉଷ୍ମତା ଦେଖିବାକୁ ମିଳିବ ବୋଲି ସାଧାରଣରେ ଚର୍ଚ୍ଚା ଚୋର ଧରିଛି।

ସୂଚନା ଯୋଗ୍ୟ, ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ଘଟଣାରେ ମଙ୍ଗଳବାର ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍‌ଟିଏଫ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri