ଓଏଏସ୍‌ ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୨୭ା୮ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ନଗର ଉନ୍ନୟନ ବିଭାଗର ସହରାଞ୍ଚଳ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ ଗଙ୍ଗାଧର ନାୟକଙ୍କୁ ଓଡ଼ିଶା ଅର୍ବାନ ହାଉସିଂ ବୋର୍ଡର ପରିଚାଳନା ନିର୍ଦ୍ଦେଶକ ଏବଂ ଓଡ଼ିଶା ରୁରାଲ ହାଉସିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେଶନର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।
ସେହିପରି ବରିଷ୍ଠ ଓଏଏସ୍‌ ଅଧିକାରୀ ଶୁଭାନନ୍ଦ ମହାପାତ୍ରଙ୍କୁ ସହରାଞ୍ଚଳ ନିର୍ଦ୍ଦେଶକ ସହିତ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଥିବା ବେଳେ ରଜନୀ କାନ୍ତ ସ୍ବାଇଁଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ, ବିଷ୍ଣୁପ୍ରିୟା ସାହୁଙ୍କୁ ସମବାୟ ବିଭାଗ ଅତିରିକ୍ତ ସଚିବ, ଅଶୋକ କୁମାର ବେହୁରିଆଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ସଚିବ, ଗାୟତ୍ରୀ ଦତ୍ତ ନାୟକଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଯୁଗ୍ମସଚିବ, ଦୁର୍ଯ୍ୟୋଧନ ଭୋଇଙ୍କୁ କଳାହାଣ୍ଡି ଜିଲାପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ଏହାସହିତ ଚନ୍ଦ୍ରକାନ୍ତ ମଲ୍ଲିକଙ୍କୁ ଓକାକ୍‌ର ଓଏସ୍‌ଡି ଭାବେ ବଦଳି କରାଯାଇଥିବାବେଳେ ରାଜ୍ୟ ପଛୁଆବର୍ଗ ଉପନିର୍ଦ୍ଦେଶକ ସରୋଜ କୁମାର ପଣ୍ଡାଙ୍କୁ ଜଳସମ୍ପଦ ବିଭାଗର ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଦାୟିତ୍ୱ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ସମୟରେ ଅଜିତ ପାୱାରଙ୍କ ସହ ବିମାନରେ କିଏ ଥିଲେ? ଦେଖନ୍ତୁ ପୂରା ଲିଷ୍ଟ

ନୂଆଦିଲ୍ଲୀ,୨୮।୧: ବାରାମତିରେ ଏକ ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ଜିଲା ପଞ୍ଚାୟତ ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ…

କୋଟିଆ ସୀମାନ୍ତ ଗ୍ରାମରେ ଲୋକଙ୍କୁ କଲେ ଏକାଠି: ୧୨ଟି ଗ୍ରାମ ଆନ୍ଧ୍ର ରାଜ୍ୟର ଦାବି କରି…

ପଟ୍ଟାଙ୍ଗି,୨୮।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମରେ ଆନ୍ଧ୍ର ରାଜ୍ୟର ଜନସେନା ଦଳ ଗ୍ରାମବାସୀଙ୍କୁ ଏକାଠି…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ…

ଏତେ ଭୟଙ୍କର ଥିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା, ଭିଡିଓ ଦେଖିଲେ ଥରିଉଠିବ ଛାତି…

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି।…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ…

ପ୍ଲେନ୍‌ କ୍ରାଶ୍‌ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ…

୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍‌ ହେଲା ସୋସିଆଲ ମିଡିଆ

ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍‌ ବୟସର ପିଲାମାନଙ୍କୁ ଟିକଟକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri