Posted inଜାତୀୟ

New Delhi Station Stampede ଦିଲ୍ଲୀ ରେଲଓ୍ବେ ଷ୍ଟେଶନରେ ବଡ଼ ଦଳାଚକଟା, ୪ ମହିଳା…

ନୂଆଦିଲ୍ଲୀ,୧୫।୨: New Delhi Station ର ବଡ଼ ଦୁର୍ଘଟଣା। ଦିଲ୍ଲୀର ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଅତ୍ୟଧିକ ଭିଡ଼ ଯୋଗୁଁ ଶ୍ୱାସରୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇ ଅନେକ ଲୋକ ଚେତାଶୂନ୍ୟ ହୋଇ ପଡ଼ିଛନ୍ତି। ଏଥିରେ ୪ଜଣ ମହିଳା ଗୁରୁତର ହୋଇପଡିଛନ୍ତି। ତେବେ ଦିଲ୍ଲୀ ପୋଲିସର ରେଳବାଇ ୟୁନିଟ ଦଳାଚକଟାକୁ ଅସୱୀକାର କରିଛି। କୁହାଯାଉଛି ଯେ ପ୍ରୟାଗରାଜ ଯିବା ପାଇଁ ରାତି ୮ଟାରେ ଏକ ଟ୍ରେନ ଆସିବାର ଥିଲା। ଯାହାକୁ ନେଇ ନୂଆଦିଲ୍ଲୀ ଷ୍ଟେସନରେ ପ୍ରବଳ ଭିଡ ହୋଇଯାଇଥିଲା। ଏହି ସମୟରେ ଦଳାଚକଟା ଭଳି ପରିସ୍ଥିତି ମଧ୍ୟ ଉପୁଜି ଥିଲା।

ସୂଚନାଥାଉ କି, ପ୍ରୟାଗରାଜ ଅଭିମୁଖେ ଯାଉଥିବା ଦୁଇଟି ଟ୍ରେନ ବିଳମ୍ବ ହୋଇଥିଲା, ଯାହା ଫଳରେ ପ୍ଲାଟଫର୍ମରେ ଭିଡ଼ ବଢିଥିଲା। କୁହାଯାଉଛି ଯେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁୁ ଡାକ୍ତରଖାନାକୁ ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri