ମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ମାଷ୍ଟରକ୍ୟାଣ୍ଟିନ୍‌ ନାଁ, କିଏ ନିଷ୍ପତ୍ତି ନେବେ ଜାଣନ୍ତୁ…

ଭୁବନେଶ୍ୱର,୩୧ା୫: ବଦଳିବ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍‌ ସହିତ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ମଧ୍ୟ ନାମ ପରିବର୍ତ୍ତନ କରାଯିବ। ଏନେଇ ଉପରସ୍ତରରେ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ।

ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ ନାଁରେ ଏହାକୁ ନାମିତ କରାଯାଇପାରେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ।

ପୂର୍ବରୁ ଭାଜପା ସରକାର ଅନେକ ଯୋଜନାର ନାଁ ମଧ୍ୟ ପରିବର୍ତ୍ତନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri