ମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ମାଷ୍ଟରକ୍ୟାଣ୍ଟିନ୍‌ ନାଁ, କିଏ ନିଷ୍ପତ୍ତି ନେବେ ଜାଣନ୍ତୁ…

ଭୁବନେଶ୍ୱର,୩୧ା୫: ବଦଳିବ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍‌ ସହିତ ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ମଧ୍ୟ ନାମ ପରିବର୍ତ୍ତନ କରାଯିବ। ଏନେଇ ଉପରସ୍ତରରେ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ।

ତେବେ ନାଁ ପରିବର୍ତ୍ତନ ହେଲେ ଓଡ଼ିଶାର ବରପୁତ୍ରଙ୍କ ନାଁରେ ଏହାକୁ ନାମିତ କରାଯାଇପାରେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ।

ପୂର୍ବରୁ ଭାଜପା ସରକାର ଅନେକ ଯୋଜନାର ନାଁ ମଧ୍ୟ ପରିବର୍ତ୍ତନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri