ଡେବ୍ରିଗଡ଼କୁ ଦେଶର ଶ୍ରେଷ୍ଠ ଅଭୟାରଣ୍ୟରେ ପରିଣତ ପାଇଁ ମାଷ୍ଟରପ୍ଲାନ

ସମ୍ବଲପୁର,୨ା୯(ପ୍ରମୋଦ ବହିଦାର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପଦେଷ୍ଟା ତରୁଣ କପୁର ସମ୍ବଲପୁର ଗସ୍ତରେ ଆସି ଜିଲାର ବିଭିନ୍ନ ପ୍ରମୁଖ ଉନ୍ନୟନମୂଳକ ପ୍ରକଳ୍ପର ପ୍ରଗତି ସମ୍ପର୍କରେ ସୋମବାର ସମୀକ୍ଷା କରିଛନ୍ତି। ସେ ହୀରାକୁଦ ଜଳଭଣ୍ଡାର ପରିଦର୍ଶନ ସମୟରେ ଏଠାରେ ସ୍ବତନ୍ତ୍ର ପୁଞ୍ଜିନିବେଶ ସହାୟତା ଯୋଜନା ଅଧୀନରେ ଜାରି ରହିଥିବା ନିର୍ମାଣ କାର୍ଯ୍ୟଗୁଡ଼ିକର ଅଗ୍ରଗତି ଦେଖିଥିଲେ। ଏହି ଅବସରରେ ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ ତାଙ୍କୁ ହୀରାକୁଦ ପର୍ଯ୍ୟଟନ ଉନ୍ନୟନ ପ୍ରୟାସ ଅଧୀନରେ ପ୍ରସ୍ତାବିତ ବିଭିନ୍ନ କାର୍ଯ୍ୟର ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଥିବା ସମ୍ପର୍କରେ ସୂଚନା ଦିଆଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା କପୁର ରବିବାର ଡେବ୍ରିଗଡ଼ ଅଭୟାରଣ୍ୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଏହି ଅଭୟାରଣ୍ୟର ପରିବେଶ ବେଶ୍‌ ଚମକୃତ କରିଛି। ଏହାକୁ ଭାରତର ଶ୍ରେଷ୍ଠ ଅଭୟାରଣ୍ୟରେ ପରିଣତ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତି ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗ୍ୟାସ ଅଭାବ ଯୋଗୁ ଅଙ୍ଗନାଓ୍ବାଡି କର୍ମୀଙ୍କ ମଧ୍ୟରେ ଭାଳେଣି, ଅଙ୍ଗନାଓ୍ବାଡି କେନ୍ଦ୍ରରେ ବନ୍ଦ ହୋଇଯିବ ରୋଷେଇ!

ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ମିଳୁନି ଜାଳେଣି ଗ୍ୟାସ, ଗ୍ୟାସ ଅଭାବରୁ ଅଧିକାଂଶ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟର ଓ ଚା’ ଦୋକାନ ବନ୍ଦ ହୋଇ ସାରିଥିବାବେଳେ ଏବେ ଘରମାନଙ୍କରେ ମଧ୍ୟ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri