Posted inଜାତୀୟ

ପ୍ରୟାଗରାଜ ହିଂସା ମାମଲାରେ ଜେଲ ଗଲେ ୬୪ ଅଭିଯୁକ୍ତ, ମୁଖ୍ୟ ଅଭିଯୁକ୍ତଙ୍କ ଘର ଉପରେ ଚାଲିପାରେ ବୁଲଡୋଜର

ନୂଆଦିଲ୍ଲୀ,୧୨ ।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଆପତ୍ତିଜନକ ଟିପ୍ପଣି ଦେବା ମାମଲାରେ ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ହିଂସା ବ୍ୟାପିଛି । ପ୍ରୟାଗରାଜ ସହର ଏଥିରୁ ବାଦ ଯାଇନାହିଁ । ତେବେ ପୋଲିସର ଆକ୍ସନ ପରେ ମାଷ୍ଟରମାଇଣ୍ଡ ସମେତ ୬୪ ଅଭିଯୁକ୍ତଙ୍କୁ ଜେଲ ପଠାଇ ଦିଆଯାଇଛି । ତାଜା ସୂଚନା ଅନୁଯାୟୀ, ଏହି ଘଟଣାର ମାଷ୍ଟରମାଇଣ୍ଡ ମହମ୍ମଦ ଜାଭଦେ ଓରଫ ଜାଭେଦ ପପଙ୍କ ଘର ଉପରେ ରବିବାର ବୁଲଡୋଜର ଚାଲିପାରେ ।
ସୂଚନା ମୁତାବକ ଜାଭେଦ ପପଙ୍କ ଘରେ ନୋଟିସ ଲଗାଇ ଦିଆଯାଇଛି । ଯେଉଁଥିରେ ରବିବାର ସକାଳ ୧୧ଟା ସୁଦ୍ଧା ଘର ଖାଲି କରିବାକୁ କୁହାଯାଇଛି । ଅନୁମାନ କରାଯାଉଛି କି ରବିବାର ସକାଳ ୧୧ଟା ସୁଦ୍ଧା ଜାଭେଦଙ୍କ ଘର ଉପରେ ବୁଲଡୋଜର ଚଲାଯାଇପାରେ । ଜଭେଦଙ୍କ ପତ୍ନୀ ପରବିନ ଫାତମା ଓ ଝିଅ ସୁମୈୟା ଫାତମାଙ୍କୁ ବି ପୋଲିସ ଅଟକ ରଖିଥିଲା । ପୋଲିସ ଅନୁମାନ କରିଥିଲା କି ଏମାନେ ବି ହିଂସାରେ ସାମିଲ ଥିଲେ । ସେଥିପାଇଁ ଏମାନଙ୍କୁ ପଚରା ଉଚରା କରାଯାଉଥିଲା । ଜେଲ ଯାଇଥିବା ୬୪ ଅପରାଧିଙ୍କ ବ୍ୟତୀତ ୪ ନାବାଳକଙ୍କୁ ପଥରମାଡ ଘଟଣାରେ ବାଲ ସୁଧାର ଗୃହକୁ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri