ଫୁଲବାଣୀ ଜେଲରେ ମାଷ୍ଟରମାଇଣ୍ଡ ପିଣ୍ଟୁ ଦାସ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଫୁଲବାଣୀ,୩୧।୧୦(ରାକେଶ କୁମାର ରାଉତ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଫୁଲବାଣୀ ସର୍କଲ ଜେଲକୁ ଅଣାଯାଇଛି।

ବ୍ରହ୍ମପୁର ଜେଲରେ ପିଣ୍ଟୁ ନିଜକୁ ଅସୁରକ୍ଷିତ ସହ ଜୀବନ ପ୍ରତି ବିପଦ ଥିବା ଦର୍ଶାଇବାରୁ ତାଙ୍କୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଫୁଲବାଣୀ ଜେଲ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri