Posted inଖେଳ

ରିଭ୍ୟୁ ପାଇଁ ଅଟକିଲା ମ୍ୟାଚ୍‌

ଶାରଜା,୨୮।୯: ଶାରଜା ଗ୍ରାଉଣ୍ଡରେ ମଙ୍ଗଳବାର ଅପରାହ୍ନରେ କୋଲାକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍‌ର ଚତୁର୍ଥ ଓଭରରେ ଟିମ୍‌ ସୌଦିଙ୍କ ପଞ୍ଚମ ବଲ ଦିଲ୍ଲୀ ଓପନର ଶିଖର ଧାଓ୍ବନଙ୍କ ପ୍ୟାଡ୍‌ରେ ବାଜିଥିଲା। ଏଲ୍‌ବିଡବ୍ଲ୍ୟୁ ଅପିଲକୁ ଫିଲ୍ଡ ଅମ୍ପାୟାର ପ୍ରତ୍ୟାଖ୍ୟାନ କରିବା ପରେ କେକେଆର୍‌ ଅଧିନାୟକ ଇଆନ ମୋର୍ଗାନ ରିଭ୍ୟୁ ନେଇଥିଲେ। କିନ୍ତୁ ବିଳମ୍ବରେ ଆଉଟ୍‌ କି ନଟଆଉଟ୍‌ ପ୍ରକ୍ରିୟା ଆରମ୍ଭ କରିଥିଲେ ଟିଭି ଅମ୍ପାୟର। ଏପରି କି ଅଲଟ୍ରା ଏଜ୍‌ ଓ ବଲ ଟ୍ରାକିଂରେ ସାଢ଼େ ୩ ମିନିଟ୍‌ ଖର୍ଚ୍ଚ ହୋଇଥିଲା। ସାଧାରଣତଃ କ୍ରିକେଟ ମ୍ୟାଚ୍‌ରେ ରିଭ୍ୟୁ ପାଇଁ ଅଧିକରୁ ଅଧିକ ଦେଢ଼ରୁ ଦୁଇ ମିନିଟ୍‌ ଲାଗିଥାଏ। ପରେ ତୃତୀୟ ଅମ୍ପାୟର ନିଷ୍ପତ୍ତିରେ କୌଣସି ପରିବର୍ତ୍ତନ ନ କରିବାକୁ ଫିଲ୍ଡ ଅମ୍ପାୟରଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗର୍ଲଫ୍ରେଣ୍ଡଙ୍କୁ କ୍ଷମା ମାଗିଲେ ଏହି କ୍ରିକେଟର୍‌

ଆଇପିଏଲ୍‌ ୨୦୨୧ କରୋନା ଯୋଗୁ ସ୍ଥଗିତ ରହିଛି। ଟୁର୍ନାମେଣ୍ଟ ସ୍ତଗିତ ହେବାରେ ଖେଳାଳିମାନେ ନିଜ ଘରକୁ ଫେରିଛନ୍ତି। ଅଷ୍ଟ୍ରେଲିଆ ଖେଳାଳି ଏବେ ମାଳଦ୍ୱୀପରେ ଛୁଟି କାଟୁଛନ୍ତି।...

କୋହଲିଙ୍କ ସ୍ବପ୍ନ ହେଲା ଚୁର୍‌ମାର୍‌: ଦେଲେ ଏଭଳି ପ୍ରତିଶ୍ରୁତି

ଶାରଜା,୧୨।୧୦: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବିପକ୍ଷରେ ଆଇପିଏଲ ଅଧିନାୟକତ୍ୱର ଶେଷ ମ୍ୟାଚ ଖେଳିଛନ୍ତି। ଏହି ଆଇପିଏଲ ସିଜନ...

୧୪୩୬ କିମି ଚାଲି ଚାଲି ରାଞ୍ଚିରେ ପହଞ୍ଚିଲେ ଏହି ଯୁବକ: ଧୋନୀଙ୍କୁ ଭେଟି କହିଲେ…

ରାଞ୍ଚି,୧୮।୧୧:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କୋଟି କୋଟି ପ୍ରଶଂସକ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଦେଇସାରିଥିଲେ ମଧ୍ୟ ତାଙ୍କ...

ପ୍ରମୋଦ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ୍‌

ନୂଆଦିଲ୍ଲୀ, ୨୫ା୭ (ପି.ଟି.)- ବିଶ୍ୱର ନମ୍ବର ଓ୍ବାନ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଓଡ଼ିଶାର ପ୍ରମୋଦ ଭଗତ ଭାରତୀୟ କ୍ରୀଡ଼ା ସମ୍ମାନ ୨୦୧୯ ପାଇଁ ବର୍ଷର ଶ୍ରେଷ୍ଠ...

କ୍ରୀଡ଼ା ମନ୍ତ୍ରଣାଳୟର ସହାୟତା ଲୋଡ଼ିଲା ଆଇଓଏ

ନୂଆଦିଲ୍ଲୀ, ୧୮।୫: କରୋନା ଭାଇରସ ସଂକ୍ରମଣ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି କ୍ରୀଡ଼ା ମନ୍ତ୍ରଣାଳୟ ସହାୟତା ଲୋଡ଼ିଛି ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ)। ଆସନ୍ତାବର୍ଷ ପର୍ଯ୍ୟନ୍ତ କୌଣସି...

ଦୁଃଖରେ ଭାଙ୍ଗିପଡ଼ିଛନ୍ତି ଈଶାନ୍ତ, କହିଲେ-‘ଏହି ଅଭିଶାପକୁ ଆଶୀର୍ବାଦ ଭଳି ଗ୍ରହଣ କରିଛି’..

ନୂଆଦିଲ୍ଲୀ,୨୪ା୨: ଭାରତ-ଇଲଂଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ କ୍ରିକେଟର ଇଶାନ୍ତ ଶର୍ମାଙ୍କ କ୍ୟାରିୟରର ୧୦୦ତମ ମୁକାବିଲା ହେବ। କୌଣସି ଖେଳାଳି ପାଇଁ ଏହା...

ନାଇଜେରିଆଠାରୁ ହାରି ଚିଲି ବିଦା

ଭୁବନେଶ୍ୱର,୧୮।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଏକ ଗ୍ରୁପ୍‌ ‘ବି’ ମ୍ୟାଚ୍‌ରେ ନାଇଜେରିଆ ୨-୧ ଗୋଲରେ...

ଅଭ୍ୟାସ ମ୍ୟାଚ୍‌ରେ ଭାରତ ବିଜୟୀ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ...

Advertisement
Archives

Model This Week