Posted inଜାତୀୟ

ମହିଳା ସୈନିକଙ୍କୁ ମିଳିବ ମାତୃତ୍ୱ ଛୁଟି, ପ୍ରସ୍ତାବକୁ ଅନୁମୋଦନ…

ନୂଆଦିଲ୍ଲୀ,୫।୧୧: ବର୍ତ୍ତମାନ, ସୁରକ୍ଷା ବାହିନୀର ମହିଳା ଅଧିକାରୀଙ୍କ ପରି ମହିଳା ସୈନିକମାନେ ମଧ୍ୟ ମାତୃତ୍ୱ, ଶିଶୁ ଯତ୍ନ ଏବଂ ପିଲାମାନଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ଛୁଟି ଏବଂ ଅନ୍ୟାନ୍ୟ ସୁବିଧା ଭଳି ସମାନ ସୁବିଧା ପାଇବେ। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରସ୍ତାବର ଅନୁମୋଦନ ପରେ ମହିଳା ସୈନିକ, ମହିଳା ନାବିକ ଏବଂ ମହିଳା ବିମାନ କର୍ମଚାରୀମାନେ ମାତୃତ୍ୱ, ଶିଶୁ ଯତ୍ନ ଏବଂ ଶିଶୁ ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ସେମାନଙ୍କ ଅଧିକାରୀମାନଙ୍କ ପରି ଛୁଟି ଏବଂ ଅନ୍ୟାନ୍ୟ ସୁବିଧା ପାଇବେ।

ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତ୍ତିରେ କୁହାଯାଇଛି ଏହି ପଦକ୍ଷେପ ପ୍ରତିରକ୍ଷା ମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ହୋଇଛି। ଯେଉଁଥିରେ ଏହି ସୁବିଧା ସୁରକ୍ଷା ବାହିନୀରେ ସମସ୍ତ ମହିଳାଙ୍କୁ ଯୋଗାଇ ଦେବାକୁ କୁହାଯାଇଛି। ଏହି ନିଷ୍ପତ୍ତି ସେନାରେ ମହିଳାମାନଙ୍କର କାର୍ଯ୍ୟ ସ୍ଥିତିକୁ ସୁଦୃଢ଼ କରିବ ଏବଂ ସେମାନଙ୍କୁ ସାମାଜିକ ଏବଂ ବୃତ୍ତିଗତ ଜୀବନକୁ ସନ୍ତୁଳିତ କରିବାରେ ସାହାଯ୍ୟ କରିବ । ଅଗ୍ନିବୀର ମହିଳାମାନେ ମଧ୍ୟ ସମାନ ସୁବିଧା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri