Posted inଫୁରସତ

ଗଣିତକୁ ସହଜ କରିଥିଲେ ଶ୍ରୀନିବାସ ରାମାନୁଜନ

ଭାରତ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ୨୨ ଡିସେମ୍ବରକୁ ଜାତୀୟ ଗଣିତ ଦିବସ ଭାବେ ପାଳନ କରାଯାଇଥାଏ। ଭାରତୀୟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଆୟାଙ୍ଗରଙ୍କ ୧୨୫ ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ୨୬ ଫେବୃଆରୀ ୨୦୧୨ରେ ମାଡ୍ରାସ ବିଶ୍ୱବିଦ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏହି ଦିବସ ପାଳନ କରିବା ନେଇ ଘୋଷଣା କରିଥିଲେ । ଏହି ଅବସରରେ ମନମୋହନ ସିଂ ମଧ୍ୟ ଘୋଷଣା କରିଥିଲେ ଯେ ୨୦୧୨କୁ ଜାତୀୟ ଗଣିତ ବର୍ଷ ଭାବରେ ପାଳନ କରାଯିବ।
ସେବେଠାରୁ ଭାରତର ଜାତୀୟ ଗଣିତ ଦିବସ ପ୍ରତିବର୍ଷ ୨୨ ଡିସେମ୍ବରରେ ଦେଶର ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଆସୁଛି। ଏହି ଅବସରରେ ବହୁ ଶିକ୍ଷଣୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ପରେ ୨୦୧୭ରେ, ଆନ୍ଧ୍ରପ୍ରଦେଶର ଚିତ୍ତୋର କୁପାମରେ ରାମାନୁଜନ ଗଣିତ ପାର୍କ ଖୋଲିବା ଦ୍ୱାରା ଏହି ଦିନର ମହତ୍ତ୍ୱ ଅଧିକ ବୃଦ୍ଧି ପାଇଥିଲା।
ହାଇପର ଜୋମଟ୍ରେିକ୍‌ ସିରିଜ୍‌, ରିମେନ୍‌ ସିରିଜ୍‌, ଇଲପ୍ଟିକ୍‌ ଇଣ୍ଟିଗ୍ରାଲ, ଥିଓରୀ ଅଫ୍‌ ଡାଇଭରଜେଣ୍ଟ୍‌ ସିରିଜ୍‌, ଫଙ୍କଶନାଲ ଇକ୍ୟୁଶନ ଅଫ୍‌ ଜେଟା ଫଙ୍କଶନ, ନମ୍ବର ଥିଓରୀ ଏବଂ ଇନଫାନାଇଟ୍‌ ସିରିଜ୍‌, ପାଇ ମୂଲ୍ୟ ଦଶମିକର ହିସାବ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ସଫଳତା ରାମାନୁଜନ ହାସଲ କରିପାରିଥିଲେ।

ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ୧୮୮୭ ଡିସେମ୍ବର ୨୨ରେ ମାଡ୍ରାସ୍‌ ପ୍ରେସିଡେନ୍ସୀର ଇରୋଡଠାରେ ଜନ୍ମଗ୍ରହଣ କରିଥିଲେ। ୧୯୦୯ରେ ୨୪ ବର୍ଷ ବୟସରେ ସେ ଜାeନକୀଅମ୍ମାଲଙ୍କୁ ବିବାହ କରିଥିଲେ। ଜାନକୀଙ୍କର ମୃତ୍ୟୁ ୧୯୨୦ରେ ଘଟିଥିଲା। ଏହାପରେ ମାତ୍ର ୩୨ ବର୍ଷ ବୟସରେ ୧୯୨୦ ଏପ୍ରିଲ୍‌ ୨୬ରେ ସେ ମାଡ୍ରାସ୍‌ ପ୍ରେସିଡେନ୍ସୀର କୁମ୍ବକୋଣମ୍‌ଠାରେ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri