Posted inଖେଳ

ସିଏସ୍‌କେ ଦଳରେ ନୂଆ ବିଦେଶୀ ପେସର

ମୁମ୍ବାଇ,୨୧।୪: ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲରୁ ଆଡାମ ମିଲନେ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳ ଖେଳାଳି ଭାବେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଶ୍ରୀଲଙ୍କା ପେସର ମାଥିଶା ପାଥିରାନାଙ୍କ ନାମ ଘୋଷଣା କରିଛି।
ନ୍ୟୁଜିଲାଣ୍ଡ ପେସର ଚଳିତ ସିଜନରେ ସିଏସ୍‌କେ ପାଇଁ ଗୋଟିଏ ମ୍ୟାଚ୍‌ ଖେଳିଥିଲେ। କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ତାଙ୍କ ମାଂସପେଶୀରେ ଆଘାତ ଲାଗିଥିଲା। ଫଳରେ ସେ ଚଳିତ ଆଇପିଏଲରୁ ବାଦ୍‌ ପଡ଼ିଛନ୍ତି। ଅନ୍ୟପକ୍ଷରେ ୧୯ ବର୍ଷୀୟ ପାଥିରାନା ୨୦୨୦ ଏବଂ ୨୦୨୨ରେ ୧୯ ବର୍ଷରୁ କମ୍‌ ଶ୍ରୀଲଙ୍କା ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ସେ ୨୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସ୍‌ରେ ସିଏସ୍‌କେରେ ଯୋଗଦେବେ ବୋଲି ଫ୍ରାଞ୍ଚାଇଜ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର ବିଶ୍ୱକପ୍‌ ଟିମ୍‌ରେ ସ୍ଥାନ ପକ୍କା! ୬ ଫୁଟ ୨ ଇଞ୍ଚର ଏହି ଭାରତୀୟ ପେସର୍‌ଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୯।୩: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨୫ ବର୍ଷୀୟ ତଥା ୬ ଫୁଟ...

ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ୍‌ ଲାଇନ-ଅପ୍‌ ଚୂଡାନ୍ତ: ଜାଣନ୍ତୁ କାହାକୁ ଭେଟିବ ଭାରତ

ମେଲବୋର୍ନ,୬।୧୧: ଜିମ୍ବାୱେ ବିପକ୍ଷରେ ଭାରତର ବିଜୟ ସହିତ ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲ ଲାଇନଅପ ଚୂଡାନ୍ତ ହୋଇଛି। ଭାରତୀୟ ଦଳ ସୁପର-୧୨ରେ ୪ଟି ମ୍ୟାଚ ଜିତି...

କରୋନାରେ ଆକ୍ରାନ୍ତ ଜୁଭେଣ୍ଟସ ଡିଫେଣ୍ଡର ରୁଗାନି

ମିଲନ,୧୩।୩(ଏଏଫ୍‌ପି)- ଜୁଭେଣ୍ଟସ ଓ ଇଟାଲି ଡିଫେଣ୍ଡର ଡାନିଏଲ ରୁଗାନି ପ୍ରଥମ ସିରି ଏ’ ଫୁଟବଲର ଭାବେ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଇଟାଲିଆନ ଚାମ୍ପିୟନ କ୍ଲବ...

ମହିଳା କ୍ରିକେଟ: ଭାରତକୁ ୭ ଉଇକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ଲକ୍ଷ୍ନୌ, ୧୫ା୩ (ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ ଉଇକେଟରେ ପରାସ୍ତ ହୋଇଛି। ଏଥିସହିତ ଭ୍ରମଣକାରୀ ଦଳ...

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୫୮…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ବିଶ୍ୱକପର ୨୦ ତମ ମ୍ୟାଚ ଖେଳାଯାଉଛି। ବୁଧବାର ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ...

ଫାଇନାଲରେ ପହଞ୍ଚି ପାରିଲାନି ଭାରତ, ବ୍ରୋଞ୍ଜ ପାଇଁ ଖେଳିବ

ଜାକର୍ତ୍ତା,୩୧।୫: ଏସିଆ କପ ୨୦୨୨ର ଫାଇନାଲରେ ପହଞ୍ଚି ପାରିନାହିଁ ଭାରତୀୟ ହକି ଟିମ୍‌। ମଙ୍ଗଳବାର ଖେଳାଯାଇଥିqବା ସୁପର ୪ର ଅନ୍ତିମ ମୁକାବିଲାରେ ଭାରତ ଏବଂ ଦକ୍ଷିଣ...

ଗର୍ଲଫ୍ରେଣ୍ଡ୍‌ଙ୍କ ପାଇଁ ସଲମାନ ଖାନ୍‌ଙ୍କ ଗୀତରେ ଡ୍ୟାନ୍ସ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଡାକ୍ତର ତଥା ୟୁଟ୍ୟୁବର୍‌ ଧନଶ୍ରୀ ବର୍ମାଙ୍କୁ ନିଜ ମନ ଦେଇ ବସିଛନ୍ତି। ଗତ ଅଗଷ୍ଟ ୮ରେ ଧନଶ୍ରୀଙ୍କ ସହ ତାଙ୍କ...

ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର

ରାଜକୋଟ,୮।୧: ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ଇଂନିସ ଖେଳିଥିଲେ। ସେ ୫୧ ବଲରୁ ଅପରାଜିତ ୧୧୨ ରନ କରିଥିଲେ। ତାଙ୍କ ଇନିଂସ ଯୋଗୁ...

Advertisement
Archives

Model This Week