ଭାଇରାଲ ହେଲା ଗଣିତ ପ୍ରଶ୍ନପତ୍ର: ଛାତ୍ରୀଛାତ୍ର କହିଲେ- ‘ହଁ ଏହି ପ୍ରଶ୍ନ ପଡିଥିଲା’, ଖଣ୍ଡନ କଲା ବୋର୍ଡ

ଭୁବନେଶ୍ୱର,୨୬।୨: ଦଶମ ପରୀକ୍ଷାରେ ପୁଣି ସାମ୍ନାକୁ ଆସିଲା ଅନିୟମିତତା। ସୋମବାର ଗଣିତ ପରୀକ୍ଷା ଥିଲା ବେଳେ ପରୀକ୍ଷା ସରିବାର ଯଥେଷ୍ଠ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଉତ୍ତର ସହିତ ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ।

ତେବେ ପରୀକ୍ଷା ସରିବା ପରେ ଛାତ୍ରୀଛାତ୍ରମାନେ କହିଛନ୍ତି ଯେ, ”ଭାଇରାଲ ହୋଇଥିବା ସମାନ ପ୍ରଶ୍ନପତ୍ର ପରୀକ୍ଷାରେ ପଡିଥିଲା।” C ଓ D ସେଟ୍‌ର ଭାଇରାଲ ପ୍ରଶ୍ନ ଆଜିର ପ୍ରଶ୍ନ ସହ ମିଶୁଥିବା ସେମାନେ କହିଥିଲେ। ପରୀକ୍ଷା ହଲ୍‌ରୁ ବାହାରିବା ପରେ ପ୍ରଶ୍ନପତ୍ର ଲିକ୍ ଖବର ଶୁଣି ଚିନ୍ତା ପ୍ରକଟ କରିଛନ୍ତି ପରୀକ୍ଷାର୍ଥୀ। ଏହାକୁ ନେଇ ସେମାନେ କହିଛନ୍ତି ଯେ, ଏହା ଚାପ ପକାଉଛି ଯେଉଁଠି ହୋଇଛି ସେଠି କାର୍ଯ୍ୟାନୁଷ୍ଠାନ ହେଉ।

ତେବେ ଗଣିତ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗକୁ ବୋର୍ଡର ଖଣ୍ଡନ କରିଛି। ବୋର୍ଡ ସଭାପତି ଓ ଉପସଭାପତି ଏହି ଖବରକୁ ଖଣ୍ଡନ କରି କହିଛନ୍ତି ୧୧ଟା ୪୫ରେ ପରୀକ୍ଷା ସରିବା ପରେ ପ୍ରଶ୍ନପତ୍ର ବାହାରକୁ ଆସିଛି। ଏହା ପୂର୍ବରୁ ଆମ ପାଖକୁ କୌଣସି ଅଭିଯୋଗ ଆସିନାହିଁ। ତେଣୁ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇ ନାହିଁ ବୋଲି କହିଛନ୍ତି ବୋର୍ଡ ଉପସଭାପତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri