ଝୁମ୍ପୁରା,୩।୮(ଶଶିଭୂଷଣ ସାହୁ)କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝୁମ୍ପୁରା ବ୍ଲକ୍ ଅନ୍ତର୍ଗତ ନହବେଡ଼ା ପଞ୍ଚାୟତର ଘୁଣ୍ଟିପଶି ଗ୍ରାମରେ ଓଦା ହୋଇଥିବା କାନ୍ଥ ଧସି ଶ୍ରୀମତୀ ଲୋହାର (୭୦)ଙ୍କ ମୃତ୍ୟୁ ହୋଇଛି। ଝୁମ୍ପୁରା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛିି। ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୩/୨୩)ରେ ରୁଜୁ ହୋଇଛି। ଝୁମ୍ପୁରା ଅଗ୍ନିଶମ ସେବା କର୍ମଚାରୀ ପହଞ୍ଚତ୍ ମାଟିତଳୁ ମୃତଦେହ ଜବତ କରିଥିଲେ। ନହବେଡ଼ା ସରପଞ୍ଚ ମନ୍ମୟ ବିଳାସତିଓ ପହଞ୍ଚତ୍ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଅନୁକମ୍ପା ରାଶି ବୃଦ୍ଧାଙ୍କ ସମ୍ପର୍କୀୟଙ୍କୁ ପ୍ରଦାନ କରିଛନ୍ତି। ଝୁମ୍ପୁରା ତହସିଲଦାର ରୋହିତ ବାଗ କହିଛନ୍ତି, ବୃଦ୍ଧାଙ୍କ ପରିବାର ଲୋକଙ୍କୁ ରେଡ୍କ୍ରସ୍ ସହାୟତା ପ୍ରଦାନ କରାଯିବ। ସରକାରୀ ସହାୟତା ପାଇଁ ଜିଲାପାଳଙ୍କୁ ଅବଗତ କରାଯାଇଛି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ
କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...
ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”
ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...
ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...
ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...
‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି
ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...
ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...
ଇନ୍ଷ୍ଟାଗ୍ରାମରେ ପରସ୍ପରକୁ ଅନ୍ଫଲୋ କଲେ ପଲାଶ-ସ୍ମୃତି
ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...
Archives


