ଏପ୍ରିଲ ୩ ରୁ ମାଟ୍ରିକ ଖାତାଦେଖା

ଭୁବନେଶ୍ୱର,୧।୪(ବ୍ୟୁରୋ): ଏପ୍ରିଲ ୩ ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ଏହା ଆସନ୍ତା ୧୫ ଯାଏ ଚାଲିବ । ଏ ନେଇ ୫୬ଟି କେନ୍ଦ୍ରରେ ଖାତା ଦେଖାର ବ୍ୟବସ୍ଥା କରାଯାଇଛି । ସେଠାରେ ବିଏସ୍‌ଇର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିଇର ଅଛି । ସେ ଅନୁସାରେ ତ୍ରୁଟିଶୂନ୍ୟ ମୂଲ୍ୟାୟନ ବ୍ୟବସ୍ଥା କରାଯାଇଛି । ପରୀକ୍ଷା ଫଳ ପ୍ରକାଶ ନେଇ ବିଏସ୍‌ଇ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆଲୋଚନା କରିବ ।
ଅନ୍ୟପକ୍ଷେ ଆଜି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଓଡ଼ିଆ ପାଠ୍ୟ ପୁସ୍ତକ ବାହାର ରାଜ୍ୟକୁ ବିତରଣ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri