ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍‌ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି। ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ। ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍‌ଇ ନିଷ୍ପତ୍ତି ନେଇଛି। ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ ପରୀକ୍ଷା ହେବ। ଫେବୃୟାରୀରେ ପରୀକ୍ଷା ହେଉଥିଲେ ହେଁ ଏଥର ଏହା ବିଳମ୍ବରେ ହେବ। ହେଲେ ତା’ ପୂର୍ବରୁ ଶିକ୍ଷାଦାନ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହାଛଡ଼ା ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ପ୍ରସଙ୍ଗରେ ମନ୍ତ୍ରୀଙ୍କ ସୂଚନା। ସ୍କୁଲ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାର ବିମର୍ଶ ଚାଲିଛି। ଖୁବ୍‌ଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି ମନ୍ତ୍ରୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri