ଦଶମ ଶ୍ରେଣୀ ପରୀକ୍ଷା ନ ହେଲେ , ଏପରି ହେବ ମୂଲ୍ୟାୟନ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁୟାରୀ ୫ତାରିଖରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଆସେସମେଣ୍ଟ ପରୀକ୍ଷା ହେବ । ଯଦି ମାର୍ଚ୍ଚରେ ବାର୍ଷିକ ପରୀକ୍ଷା ନହୁଏ, ଏହି ଆସେସମେଣ୍ଟ ମାର୍କ ଆଧାରରେ ମାର୍କିଂ କରାଯିବ । କୋଭିଡ ନିୟମ ମାନି ପରୀକ୍ଷା କରାଯିବ। ଯେଉଁ ପର୍ଯ୍ୟନ୍ତ କୋର୍ସ ପଢ଼ାଯାଇଛି, ସେତିକି ଯାଏ ପରୀକ୍ଷା ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ରାଜ୍ୟରେ ସ୍କୁଲଗୁଡ଼ିକ ପାଇଁ ଆଲର୍ଟ ଜାରି ଅଛି । ସର୍ଭେଲାନ୍ସ ଚାଲିଛି । ନୋଡାଲ ଅଫିସର ଦୈନିକ ରିପୋର୍ଟ ଦେଉଛନ୍ତି । ଡିଇଓମାନଙ୍କ ସହ ନିୟମିତ ବୈଠକ ହେଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ସ୍କୁଲରେ କରୋନା ନିୟମ କଡ଼ାକଡ଼ି ପାଳନ କରାଯାଉଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri