ଭାଇରାଲ ହେଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର

ନବରଙ୍ଗପୁର,୧୪।୩(ଡି.ଏନ୍‌.ଏ.): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ମଙ୍ଗଳବାର ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ହୋଇଥିଲା। ତେବେ ନବରଙ୍ଗପୁର ଜିଲାରେ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ପ୍ରଥମେ ହିନ୍ଦୀ ପ୍ରଶ୍ନପତ୍ର ଲିକ ଓ ପରେ ପରେ ସଂସ୍କୃତ ପରୀକ୍ଷାର ଉତ୍ତର ଲିକ ହୋଇଥିବା ଖବର ଚର୍ଚ୍ଚାକୁ ଆସିଛି। ପରୀକ୍ଷା ଆରମ୍ଭର କିଛି ସମୟ ପରେ ଜିଲାରେ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା।
ନବରଙ୍ଗପୁର ସଦର ବ୍ଲକ ବିକ୍ରମପୁର ହାଇସ୍କୁଲରୁ ଏହି ପ୍ରଶ୍ନପତ୍ର ଲିକ ହେଇଥିବା ସୂଚନା ମିଳଛି। ଯାହାର ସତ୍ୟାସତ୍ୟ ପାଇଁ ଜିଲା ଶିକ୍ଷା ଅଧିକାରୀ ଉକ୍ତ ସେଣ୍ଟରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା

ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ...

ସୁବର୍ଣ୍ଣପୁର ଜିଲା ହେଲା କରୋନା ମୁକ୍ତ: ସମସ୍ତ ୨୯ ସଂକ୍ରମିତ ସୁସ୍ଥ

ସୋନପୁର,୧୩।୬(ନି.ପ୍ର.)-ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ଖୁସି ଖବର । ଏହି ଜିଲା କରୋନା ମୁକ୍ତ ହୋଇଥିବା ଜିଲାପାଳ ମୋନିଷା ବାନାର୍ଜୀ କହିଛନ୍ତି । ଆଇଟିଆଇସ୍ଥିତ ଜିଲା ଅସ୍ଥାୟୀ...

ଲକ୍ଷାଧିକ ଟଙ୍କାର କଫ ସିରପ୍‌ ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ,୨୭।୧: ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ବାରପୁଡଗିଆ ନିକଟରେ ଏକ ବେଆଇନ କଫ ସିରପ୍‌ ବୋଝେଇ ଗାଡ଼ି (ଓଡି୩୧-୦୭୮୬)କୁ ସଦର ଥାନା ପୋଲିସ...

୫ ବର୍ଷରେ ଶତାଧିକ ଦୁର୍ଘଟଣା: ୬୦ ମୃତ

ପାରାଦୀପ,୯ା୪(ସ୍ବ.ପ୍ର.): ପାରାଦୀପର ସବୁଠାରୁ ଚଳଚଞ୍ଚଳ ସ୍ଥାନ ହେଲା ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪.୫ କିମି ରାସ୍ତା। ଏହି ରାସ୍ତା ୫୩ ନଂ. ଜାତୀୟ ରାଜପଥ ଓ...

ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅକ୍ଷିଣବାଡ଼ ପଞ୍ଚାୟତ ହାଟଡ଼ିହି ଉତ୍ତରବାଡ଼ ଗ୍ରାମର ଜଣେ ନାବାଳିକାଙ୍କର ସୋମବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ...

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼ ଅଫିସ, ୯।୯: ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ମାଳିସାହି ଗାଁରେ ମଙ୍ଗଳବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଲୋକ ଗାଁ ଦାଣ୍ଡରେ...

ପୂଜକଙ୍କୁ ଆର୍ଥତ୍କ ସହାୟତା ଦିଆଯାଉ

ବାରିପଦା ଅଫିସ, ୧୨ା୪- କରୋନା ଯୋଗୁଁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ୧୫ ଦିନ ହେବ ବନ୍ଦ ରହିଛି। ଫଳରେ ଏହି...

ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର

ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍‌ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର...

Advertisement
Archives

Model This Week