ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଫର୍ମ ଫିଲଅପ୍‌ ହେବ। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଲିସ ଷ୍ଟେଶନରେ ୨୨ଟି ନୋଡାଲ ସେଣ୍ଟର ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପଟେ, ନବମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?