ସରିଲା ମାଟ୍ରିକ ପରୀକ୍ଷା

କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ।  ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା। ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri