ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି  ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେଉଛନ୍ତି।

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।  ୩,୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି। ସେହିପରି ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ସେଥିମଧ୍ୟରେ କନ୍ଧମାଳରେ ୭, କୋରାପୁଟରେ ୫, ମାଲକାନଗିରିରେ ୧୦ଟି ଥାନା ରହିଛି।

ପରୀକ୍ଷା ସମୟରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନ ହେବ, ସେଥିପ୍ରତି ରାଜ୍ୟ ସରକାର ଓ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ପରୀକ୍ଷା ସମୟରେ ମୋବାଇଲ ବନ୍ଦ କରି ଗୋଟିଏ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଛାତ୍ରୀଛାତ୍ର ଯେପରି ଭଲ ରେଜଲ୍ଟ କରିବେ ସେ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri