ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମହୁମାଛି ଆକ୍ରମଣ

କେନ୍ଦୁଝର,୧୩।୩(ସ୍ବ.ପ୍ର): ମାଟ୍ରିକ ପରୀକ୍ଷା ଦେବା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ମହୁମାଛି ଆକ୍ରମଣ କରିଛି। କେନ୍ଦୁଝର ଜିଲା ହରିଚନ୍ଦନପୁର ବାଳିକା ହାଇସ୍କୁଲ କେନ୍ଦ୍ରକୁ ମାଟ୍ରିକ ପରୀକ୍ଷା ଦେବା ପାଇଁ କେନ୍ଦ୍ରକୁ ଆସୁଥିବା ବେଳେ ମହୁମାଛି ଆକ୍ରମଣ କରିଥିଲା। ଏଥିରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ ଆହତ ହୋଇଥିବା ଜଣାପଡ଼ିଛି। ସକାଳ ପ୍ରାୟ ୭ରେ ଏହି ଘଟଣା ଘଟିଥିବା କୁହାଯାଉଛି। ଏଥିରେ ୫୦ରୁ ଅଧିକ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ମହୁମାଛି ଗୋଡ଼ାଇ ଗୋଡ଼ାଇ କାମୁଡ଼ିବାରୁ ଛାତ୍ରୀଛାତ୍ର ଜୀବନ ବିକଳରେ ଧାଇଁଥିଲେ।
ସୂଚନାଯୋଗ୍ୟ, ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରମାନେ ଇଂରାଜୀ ପରୀକ୍ଷା ଦେଇଛନ୍ତି। ମହୁମାଛି ଆକ୍ରମଣରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟାକରି ଜଣେ ଶିକ୍ଷକ ପଡ଼ି ଖଣ୍ଡିଆଖାବରା ହୋଇଛନ୍ତି। ତେବେ ସମସ୍ତ ପିଲା ପରୀକ୍ଷାରେ ବସିଛନ୍ତି। ଏ ନେଇ ରିପୋର୍ଟ ଦେବାକୁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri