ମେ’ ତୃତୀୟ ସପ୍ତାହରେ ମାଟ୍ରିକ, ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ଏବଂ ଶେଷ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯଦିଓ ପରୀକ୍ଷାଫଳ ନିର୍ଦ୍ଧାରିତ ତାରିଖ  ଘୋଷଣା କରାଯାଇନାହିଁ, ତେବେ ଖୁବ୍‌ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌ଟି ବନ ବିଭାଗର ବୋଲି ଜଣାପଡିଛି। ଏନେଇ ପୋଲିସ ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ଗୁରୁବାର ସୁରେଶ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri