୭୦% ସିଲାବସ୍‌ରୁ ହେବ ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା, ଅସନ୍ତୁଷ୍ଟମାନେ ଦେଇପାରିବେ: ମନ୍ତ୍ରୀ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୩୦ ତାରିଖରୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା। ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ। ଏଥିପାଇଁ ଜୁଲାଇ ୫ରୁ ୧୪ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ହେବ। ଜୁଲାଇ ୩୦ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ ପ୍ରସ୍ତୁତି ଚାଲିଛି। ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପାଇଁ ଚେଷ୍ଟା କରାଯିବ। ୩% ସିଲାବସ୍‌ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ ବୋଲି ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମର ଦାସ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଚଳିତବର୍ଷ ବିନା ପରୀକ୍ଷାରେ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥିରେ ଅସନ୍ତୁଷ୍ଟ ହୋଇ ପିଲାମାନେ ଧାରଣାରେ ବସିଥିଲେ। ଏଥିନେଇ ଅଫ୍‌ଲାଇନ ପରୀକ୍ଷା ନେଇ କାର୍ଯ୍ୟସୂଚି ଘୋଷଣା କରାଯାଇଥିଲା। ପରୀକ୍ଷା ସମୟରେ ସମସ୍ତ କୋଭିଡ ଗାଇଡ୍‌ଲାଇନ୍‌ ପାଳନ କରାଯିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଫି’ ଛାଡ଼ କରାଯାଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri