୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ

କଟକ ଅଫିସ,୭।୮: ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ । ଏ ନେଇ ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଯୁକ୍ତ ୨ ନାମଲେଖା ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ । ଅଫଲାଇନ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
ଏ ନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆଡମିଶନ ପ୍ରକ୍ରିୟା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri