୨୦ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ

କଟକ ଅଫିସ,୭।୮: ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ ଆସନ୍ତା ୨୦ ସୁଦ୍ଧା ପ୍ରକାଶ ପାଇବ । ଏ ନେଇ ଜୋରଦାର ଉଦ୍ୟମ ଚାଲିଛି। ଚଳିତ ବର୍ଷ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ସତ୍ତ୍ୱେ ଯୁକ୍ତ ୨ ନାମଲେଖା ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ । ଅଫଲାଇନ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସୁଯୋଗ ମିଳିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
ଏ ନେଇ ମନ୍ତ୍ରୀ କହିଛନ୍ତି, ଗତ ବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆଡମିଶନ ପ୍ରକ୍ରିୟା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି...

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର...

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ...

ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର: ବନ୍ଧା ହେଲେ ଯୁବକ 

ନିରାକାରପୁର,୨ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାରମ୍ବାର ବଳାତ୍କାର କରିବା ଘଟଣାରେ ଜଙ୍କିଆ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରି ଓଡ଼ିଶା ମହିଳା ରଗ୍‌ବୀ ଦଳ ଚାମ୍ପିୟନ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ, ଓଡ଼ିଶା ରଗ୍‌ବୀ ଫୁଟବଲ ଆସୋସିଏଶନ (ଓଆରଏଫ୍‌ଏ), ରାଜ୍ୟ କ୍ରୀଡ଼ା ବିଭାଗ ଓ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ...

ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ...

ଭାଜପା ଫୋକସ୍‌ରେ ଭଦ୍ରକ ଲୋକ ସଭା ଆସନ

ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ...

ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ

ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri