ମାଟ୍ରିକ ପରୀକ୍ଷା ଫଳ: ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ୍‌ ହାର ୮୧.୯୮ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍‌ ହାର ରହିଛି ୭୭.୮%। ଚଳିତ ବର୍ଷ ପାସ୍‌ ହାର ୭୮.୭୬% ରହିଛି।ତେବେ ଗତ ବର୍ଷ ତୁଳନାରେ ଚଳିତବର୍ଷ ମାଟ୍ରିକ ପାସ୍‌ ହାର ବେଶ୍‌ ଭଲ ହୋଇଛି। ଗତ ବର୍ଷ ୮୨ଟି ସ୍କୁଲରେ କେହି ପାସ୍‌ କରି ନ ଥିବା ବେଳେ ଚଳିତ ବର୍ଷ ଏହି ସଂଖ୍ୟା ୩୧କୁ ଖସି ଆସିଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗୋ ଗ୍ରୀନ୍‌’ ଅଭିଯାନ ଶୁଭାରମ୍ଭ: ନୂଆବର୍ଷରେ ବୃକ୍ଷ, ପୁସ୍ତକ, ସୂତା ବ୍ୟାଗ ଉପହାର ଦେଲା ବିଏମ୍‌ସି

ଭୁବନେଶ୍ୱର, ୨ା୧ (ବ୍ୟୁରୋ): ସ୍ବଚ୍ଛତା ଏବଂ ସବୁଜିମାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧିକ ଗୁରୁତ୍ୱ ଦେଇଛି। ନୂଆବର୍ଷରେ ନୂଆ ଚିନ୍ତାଧାରାକୁ ଆପଣାଇଛି। ବୁଧବାର ବିଏମ୍‌ସି...

ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ...

ଯୁକ୍ତ୨ ଫର୍ମ ପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫର୍ମ ପୂରଣର ଶେଷ ତାରିଖ ମାର୍ଚ୍ଚ ୩ ଥିବାବେଳେ ଅନେକ...

ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ।...

ଲୋକସଭା ବାଚସ୍ପତିଙ୍କ ନାଁ ନେଇ ମାଗୁଥିଲେ ଟଙ୍କା, ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମକାର୍ଡ ବ୍ୟବହାର କରି କେତେକ ସାଇବର ରାଜନେତାମାନଙ୍କ ନାଁରେ ଟଙ୍କା ମାଗୁଛନ୍ତି। ଏହି ଠକାମିରୁ ବାଦ୍‌ ପଡିନି ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ...

ବ୍ୟାଙ୍କିଙ୍ଗ୍‌, ଇନ୍‌ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର...

ବାର୍‌ରେ ୩୫ ହଜାର ବିଲ୍‌କୁ ନେଇ ସାଙ୍ଗଙ୍କ ସହ ମନିଷଙ୍କ ହୋଇଥିଲା ବଚସା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ଦିନକୁ ଦିନ ରହସ୍ୟ ଘେରକୁ ଚାଲି ଯାଉଛି। ତଦନ୍ତରେ ନୂଆ ନୂଆ ତଥ୍ୟ...

ଗର୍ଭ ନଷ୍ଟ ପାଇଁ ହସ୍ପିଟାଲ ଆଣି ଛାଡ଼ି ପଳାଇଲେ ପ୍ରେମିକ: ବିବାହ ପାଇଁ ଜିଦ୍‌ ଧରି ହାତ କାଟିଲେ ଯୁବତୀ

ଭୁବନେଶ୍ୱର,୫-୨(ବ୍ୟୁରୋ):ପ୍ରେମ ବ୍ୟାପାରକୁ ନେଇ ଇନ୍‌ଫୋସିଟି ଥାନାଞ୍ଚଳରେ ଅପ୍ରୀତିକର ଘଟଣା ଘଟିଛି। ବିବାହ ପାଇଁ ଜିଦ୍‌ ଧରି ଜଣେ ମୁସଲିମ୍‌ ସମ୍ପ୍ରଦାୟ ଯୁବତୀ ହାତ କାଟି ଗୁରୁତର...

Advertisement
Archives

Model This Week