ମାଟ୍ରିକ ରେଜଲ୍ଟ: ଏଥର ମଧ୍ୟ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ବୁଧବାର ପ୍ରକାଶ ପାଇଛି। ଏଥର ବି ଝିଅମାନେ ପାସ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି । ୨, ୬୦, ୯୭୦ ଜଣ ଝିଅ ପାସ କରିଥିବା ବେଳେ ୨, ୫୬, ୮୭୭ ଜଣ ପୁଅ ପାସ କରିଛନ୍ତି। ଅନ୍ୟପକ୍ଷରେ ମୋଟ ପାସ ହାର ୯୦.୫୫% ରହିଛି।
ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ପାସ କରିଥିବା ବେଳେ ୮୬୯୯ ଛାତ୍ରୀଛାତ୍ର ଫେଲ ହୋଇଛନ୍ତି । ଏ୧ରେ ୮୧୧୯ ଛାତ୍ରଛାତ୍ରୀ ପାସ କରିଥିବା ବେଳେ ଏ୨ ରେ ୫୪, ୮୮୯ ପିଲା ପାସ କରିଛନ୍ତି ।
ସେହିପରି ବି୧- ୧, ୨୦, ୨୦୩, ବି୨ରେ ୧, ୪୨, ୨୬୬, ସିରେ ୧, ୧୬, ୧୧୧, ଡିରେ ୫୯, ୨୪୫, ଇରେ ୧୪, ୬୪୭ ଓ ଏଫ୍‌ରେ ୭୭୯୦ ଛାତ୍ରଛାତ୍ରୀ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବି ଚାଲିପାରୁନି ଗୃହ କାର୍ଯ୍ୟ। ତେବେ ପୁଣି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ...

‘ଟମାଟୋ ଫ୍ଲୁ’କୁ ନେଇ ସ୍ବାସ୍ଥ୍ୟ ବିଭାଗ ସଜାଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ଶିଶୁମାନେ ଟମାଟୋ ଫ୍ଲୁରେ ସଂକ୍ରମିତ ହେଉଥିବା ସୂଚନା ମିଳିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଛି। ଏନେଇ ପ୍ରତିକ୍ରିୟା...

ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ

ଚୌଦ୍ୱାର,୨୨।୮(ଡି.ଏନ୍‌.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ...

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ

କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍‌ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ...

ଶବ୍ଦରେ ପାକସ୍ଥଳୀ, ଚିତ୍ରରେ ବୃକ୍‌କ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ତୃତୀୟ ଶ୍ରେଣୀର ଭାଷା ପଠନ ପୁସ୍ତିକାରେ ତ୍ରୁଟି ପରିଲକ୍ଷିତ ହୋଇଥିବା ଖବର ସୋମବାର ‘ଧରିତ୍ରୀ’ର ତୃତୀୟ...

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ଗୋଟିଏ କଲ୍‌ରେ ମିଳିବ ଏହି ୩ ଜରୁରିକାଳୀନ ସେବା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଗୋଟିଏ ନମ୍ବରକୁ କଲେ କଲେ ଏଣିକି ୩ ଜରୁରିକାଳୀନ ସେବା ଉପଲବ୍ଧ ହେବ। ୧୧୨ ନଂକୁ କଲ୍‌...

Advertisement
Archives

Model This Week