ଏହି ଦିନ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ବୋର୍ଡ ପକ୍ଷରୁ ସୂଚନା

କଟକ,୨୪।୫(କାର୍ତ୍ତିକ ସାହୁ):ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ ଜାଣିପାରିବେ। ସେହିପରି ଇଣ୍ଟରନେଟ ସୁବିଧା ନ ଥିଲେ ଏସଏମଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ। ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ ଦେଇ ରୋଲ ନମ୍ବର ଲେଖି 5676750 ନମ୍ବରକୁ ପଠାଇବେ।
ପ୍ରଥମ ଥର ଡିଜିଟାଲ ସାର୍ଟିଫିକେଟ ଉପଲବ୍ଧ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଅପରାହ୍ନ ୪ ସୁଦ୍ଧା ଡିଜିଟାଲ୍‌ ସାର୍ଟିଫକେଟ୍‌ ଛାତ୍ରୀଛାତ୍ର ଡାଉନଲୋଡ କରିପାରିବେ। ଅନଲାଇନ ଓ ହ୍ବାଟ୍ସଆପ୍‌ରେ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ। ଏଥିପାଇଁ ଛାତ୍ରଛାତ୍ରୀ ମୋବାଇଲରୁ BSE/Hi ଲେଖି 7710058192ରେ ହ୍ବାଟ୍ସଆପ କରିବେ।ଏହାପରେ ଫୋନରେ ଆସୁଥିବା ଇନଷ୍ଟ୍ରକସନକୁ ଫଲୋ କରିବେ।
ସେହିଦିନ ମଧ୍ୟମା ଏବଂ ଏସ୍‌ଓଏସ୍‌ ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। ମେ ୨୯ରୁ ଜୁନ୍‌ ୫ ମଧ୍ୟରେ ଚେକିଂ ପାଇଁ ପିଲାମାନେ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri