ଏହି ଦିନ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ବୋର୍ଡ ପକ୍ଷରୁ ସୂଚନା

କଟକ,୨୪।୫(କାର୍ତ୍ତିକ ସାହୁ):ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ ଜାଣିପାରିବେ। ସେହିପରି ଇଣ୍ଟରନେଟ ସୁବିଧା ନ ଥିଲେ ଏସଏମଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ। ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ ଦେଇ ରୋଲ ନମ୍ବର ଲେଖି 5676750 ନମ୍ବରକୁ ପଠାଇବେ।
ପ୍ରଥମ ଥର ଡିଜିଟାଲ ସାର୍ଟିଫିକେଟ ଉପଲବ୍ଧ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଅପରାହ୍ନ ୪ ସୁଦ୍ଧା ଡିଜିଟାଲ୍‌ ସାର୍ଟିଫକେଟ୍‌ ଛାତ୍ରୀଛାତ୍ର ଡାଉନଲୋଡ କରିପାରିବେ। ଅନଲାଇନ ଓ ହ୍ବାଟ୍ସଆପ୍‌ରେ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ। ଏଥିପାଇଁ ଛାତ୍ରଛାତ୍ରୀ ମୋବାଇଲରୁ BSE/Hi ଲେଖି 7710058192ରେ ହ୍ବାଟ୍ସଆପ କରିବେ।ଏହାପରେ ଫୋନରେ ଆସୁଥିବା ଇନଷ୍ଟ୍ରକସନକୁ ଫଲୋ କରିବେ।
ସେହିଦିନ ମଧ୍ୟମା ଏବଂ ଏସ୍‌ଓଏସ୍‌ ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। ମେ ୨୯ରୁ ଜୁନ୍‌ ୫ ମଧ୍ୟରେ ଚେକିଂ ପାଇଁ ପିଲାମାନେ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri