୨୯ରେ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ମାଟ୍ରିକ ପରୀକ୍ଷା ଫଳକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଥିଲା। ତେବେ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ଘଟିଛି। ଚଳିତମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସୋମବାର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ବୋର୍ଡର ୨ଟି ଓ୍ବେବ୍‌ସାଇଟ୍‌ ଏବଂ ଏସ୍‌ଏମସ୍‌ ଜରିଆରେ ଛାତ୍ରୀଛାତ୍ର ଏହି ପରୀକ୍ଷା ଫଳ ଜାଣିପାରିବେ। ଓ୍ବେସାଇଟ୍‌ http://www.bseodisha.nic.in/ ଏବଂ www.bseodisha.ac.nicରେ ମାଟ୍ରିକ ଫଳାଫଳ ଉପଲବ୍ଧ ହେବ। ଏହାସହ ମୋବାଇଲରୁ ୫୬୭୬୭୫୦ରେ ଏସ୍‌ଏମ୍‌ଏସ୍‌ କଲେ ମଧ୍ୟ ଛାତ୍ରୀଛାତ୍ର ନିଜ ଫଳାଫଳ ଜାଣିପାରିବେ।
ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ଏ ବର୍ଷ ୨ ହଜାର ୮ ଶହ ୮୮ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ ଲକ୍ଷ ୬୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri