ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ। ତେବେ ଆଜି ଅପରାହ୍ନ ୪ଟାରେ ବୋର୍ଡ ମୁଖ୍ୟାଳୟରେ ପରୀକ୍ଷାଫଳ ଘୋଷଣା କରାଯିବ। ଏହାପରେ ସନ୍ଧ୍ୟା ୬ଟାରେ ଅନ୍‌ଲାଇନ୍‌ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଏଥିସହ ମୋବାଇଲ୍‌ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମଧ୍ୟ ପରୀକ୍ଷାଫଳ ମିଳିପାରିବ। ସେଥିପାଇଁ OR10<Roll No> ଲେଖିବା ପରେ 5676750କୁ ପଠାଇଲେ ପରୀକ୍ଷାଫଳ ମୋବାଇଲକୁ ଆସିଯିବ। ଅପରପକ୍ଷରେ ହାଇସ୍କୁଲର ମୁଖ୍ୟମାନେ ସେହିଦିନ ସନ୍ଧ୍ୟା ୭ଟାଠାରୁ ଟାବୁଲେଶନ ରେଜିଷ୍ଟର ଡାଉନଲୋଡ୍‌ କରିପାରିବେ। ଏହା ସେମାନଙ୍କୁ ସପ୍ଲିମେଣ୍ଟାରି ପରୀକ୍ଷା ନିମନ୍ତେ ଫର୍ମ ପୂରଣ କରିବାକୁ ସହାୟକ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri