୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ bseodisha.ac.in ଏବଂ orissaresults.nic.inରେ ନିଜ ପରୀକ୍ଷାଫଳ ଦେଖିପାରିବେ।

ସୂଚନାଯୋଗ୍ୟ, ଗତ ଦୁଇବର୍ଷ ହେବ କରୋନା ପାଇଁ ମାଟ୍ରିକ୍‌ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଥିଲା। କିନ୍ତୁ ଏଥର କରୋନା ସଂକ୍ରମଣ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ଗତ ଏପ୍ରିଲ ୨୯ରୁ ମେ’ ୧୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମେ’ ୨୧ରୁ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ଚଳିତବର୍ଷ ପ୍ରାୟ ୫ଲକ୍ଷ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲ କାର୍ଯ୍ୟାଳୟ ନିକଟରେ ଅଟକି ରହିଛି ଶତାଧିକ ଗାଡ଼ି, ଚାଳକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି କି ନାହିଁ ସନ୍ଦେହ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ନେଇ ସାରା ବିଶ୍ୱ ଏବେ ଆତଙ୍କିତ ଅବସ୍ଥାରେ ରହିଛି। ଏଥିପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି...

୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍‌ର୍‌ ଭିଜିଲାନ୍ସ ଦ୍ୱାରା ଗିରଫ

ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର...

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ...

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର,୧୬।୫:ଏବର୍ଷ ବିଳମ୍ବରେ ଆସିବ ମୌସୁମୀ। ଜୁନ୍‌ ୪ତାରିଖରେ କେରଳ ଛୁଇଁବା ନେଇ ସମ୍ଭାବନା କରାଯାଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଓଡିଶାକୁ ବିଳମ୍ବରେ ଛୁଇଁବ ବୋଲି ଭୁବନେଶ୍ୱର...

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ...

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି...

ଧୋକା ଦେଲା ସରକାରୀ ବିହନ

ନୂଆପଡ଼ା ଅଫିସ,୧୭।୧୦: ନୂଆପଡା ଜିଲାର ୮୦ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଧାନ ସହିତ ଗୁର୍ଜି, ମାଣ୍ଡିଆ, କୋଦୋ, କାଙ୍ଗ, ବାଜରା ସହ ଡାଲି...

ବନ୍ଧୁକ ଦେଖାଇ ଯୁବକ ଗିରଫ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଶୁଙ୍ଗୁଡା ଗ୍ରାମର ପାରିବାରିକ କଳହକୁ ନେଇ ଜଣେ ଯୁବକ ତାଙ୍କ ପରିବାର ଲୋକଙ୍କୁ ବନ୍ଧୁକ ଦେଖାଇ ହତ୍ୟା...

Advertisement
Archives

Model This Week