ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା: ବଦଳିଲା ପ୍ରଶ୍ନପତ୍ର ପହଞ୍ଚିବା ସମୟ

କଟକ ଅଫିସ, ୧୫ା୩: ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚିବା ସମୟ ପରିବର୍ତ୍ତନ ହୋଇଛି। ବାକିଥିବା ୩ଟି ପରୀକ୍ଷା ପାଇଁ ଏହା ଲାଗୁ କରାଯିବ। ନୋଡାଲ ସେଣ୍ଟରରୁ ସକାଳ ସାଢେ ୬ଟା ପରେ ପ୍ରଶ୍ନପତ୍ର ନେଇ ପରୀକ୍ଷା କେନ୍ଦ୍ରକୁ ଟିମ୍‌ ବାହାରିବ। ପରୀକ୍ଷା କେନ୍ଦ୍ରରେ ୬ଟା ୪୫ମିନିଟ୍‌ରୁ ସାଢେ ୭ଟା ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବା ପରେ କେନ୍ଦ୍ର ସୁପରିଟେଣ୍ଡେଣ୍ଟଙ୍କୁ ହସ୍ତାନ୍ତର କରାଯିବ। ଏ ସମ୍ପର୍କରେ ସମସ୍ତ ନୋଡାଲ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଗୁରୁବାର ବିଜ୍ଞାନ ପରୀକ୍ଷାଠାରୁ ଏହି ନୂଆ ବ୍ୟବସ୍ଥା ଲାଗୁ କରାଯିବ ବୋଲି ବୋର୍ଡ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ଏହି ନିୟମରେ ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ

ଭବାନୀପାଟଣା/ମଦନପୁର,୧୯।୨: ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ କ୍ଷିତିଭୂଷଣ ବିଶ୍ବାଳ। ଶୁକ୍ରବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ...

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...

ଅନନ୍ତ କୋଇଲା ଖଣିରେ ଦୁର୍ଘଟଣା: ଜଣେ କର୍ମଚାରୀ ମୃତ

ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ...

ସମୁଦ୍ରରେ ଛଡ଼ାଗଲା ୧୨୮ ଅଲିଭରିଡ୍‌ଲେ ଛୁଆ

ଲଙ୍ଗଳେଶ୍ୱର, ୩।୫(ଡି.ଏନ.ଏ.) ବାଲିଆପାଳ ବ୍ଲକ ଚୌମୁଖ ବେଳାଭୂମିକୁ ଗତ କିଛିବର୍ଷ ହେଲା ବିଭିନ୍ନ ପ୍ରଜାତିର ଅଲିଭ ରିଡ଼ଲେ ଅଣ୍ଡାଦାନ ପାଇଁ ଉପଯୁକ୍ତ ସ୍ଥାନ ଭାବେ ବାଛିଛନ୍ତି।...

ଖାଲି ପଦବୀ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୧୫ା୩(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ଲାଗି ଚଳିତ ବଜେଟରେ ବ୍ୟୟବରାଦ କରାଯାଇଥିବା ୨୨ ହଜାର ୫୨୮ କୋଟି ଟଙ୍କା ମଙ୍ଗଳବାର ବିଧାନସଭାରେ ଗୃହୀତ...

ଅନୁଗୋଳ ଜିଲାରେ ୭୭.୩୭ ପ୍ରତିଶତ ମତଦାନ: ୫ କ୍ଷେତ୍ର ମଧ୍ୟରୁ ପାଲଲହଡ଼ାର ରେକର୍ଡ

ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ମୋଟ୍‌ ୭୭.୩୭ ପ୍ରତିଶତ ମତଦାତା ମତଦାନ କରିଥିବା...

ବିଶ୍ୱାସ,ପରମ୍ପରାର ଯାତ୍ରା ଝାମିଯାତ୍ରା

ଜୟପୁର, ୨୮ା୨ (ନି.ପ୍ର.):ବିଶ୍ୱାସର ଯାତ୍ରା ଝାମିଯାତ୍ରା ପାଇଁ ଜୟପୁର ଉତ୍ସବମୁଖର ହୋଇପଡିଛି। ଶିରଲୀ ଦେବୀ ପୂଜା ପାଉଥିବା ଏହି ଯାତ୍ରା ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି...

ଜିଲାର ୬ ବ୍ଲକରେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ନିର୍ବାଚିତ

ସୋନପୁର,୧୨।୩ (ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ନିକଟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟରେ ଶନିବାର ୬ଟି ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ...

Advertisement
Archives

Model This Week