ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୩ରୁ ୮ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୮୦ଟି କେନ୍ଦ୍ରରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବେ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତବର୍ଷ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରୁ ୧୩୧୧ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟରୁ ୮୯୧୫ ଜଣ ଛାତ୍ରୀଛାତ୍ର ଉକ୍ତ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ଜଣାପଡିଛି। ଏନେଇ ବୋର୍ଡ ଓ୍ବେବ୍‌ସାଇଟ୍‌ରେ www.bseodisha.ac.inରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ରହିଛି। ସ୍କୁଲ କର୍ତ୍ତୃପକ୍ଷ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରି ଛାତ୍ରୀଛାତ୍ରଙ୍କୁ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri