ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏ ନେଇ ସୋମବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ସିଏଲ୍‌ ଦ୍ୱାରା ଦୁଇଦିନିଆ ‘ସିଟି ଲାବ ସେଣ୍ଟର’: ୯ କଲେଜର ୨୦ ମଡେଲ ପ୍ରଦର୍ଶିତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ସୌନ୍ଦର୍ଯ୍ୟ ବଜାୟ ରଖିବା ସହ ବିକାଶର ନୂଆ ଢାଞ୍ଚା ପାଇଁ ନକ୍ସା ଦେଖାଇଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱରର ୯ଟି କଲେଜ ଯଥା କଲେଜ ଅଫ୍‌...

ସୁସ୍ଥ ହେଉଛନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିନେତା ବିଜୟ ମହାନ୍ତି। ଏବେ ଅପେକ୍ଷାକୃତ ଭାବେ ତାଙ୍କ ଅବସ୍ଥାରେ ସୁଧାର ଆସିଥିଲେ ହେଁ ଆଇସିୟୁରେ ଅଛନ୍ତି। ଅକ୍ସିଜେନ୍‌...

ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ତାଲା ପକାଇ ଧାରଣା ଦେଲେ ଲୋକେ

ନୟାଗଡ଼ ଅଫିସ,୨୨ା୧୨: ନୟାଗଡ଼ ଜିଲା ସଦର ବ୍ଲକ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଶନିବାର ଉଗ୍ରରୂପ ଧାରଣ...

ଚନ୍ଦକା ହାତୀ ବେକରେ ଲାଗିବ ରେଡିଓ କଲାର; ସାଟେଲାଇଟ୍‌ ଜରିଆରେ ନଜର ରଖିବ ବନ ବିଭାଗ

ଭୁବନେଶ୍ୱର, ୧୨ା୯ (ବ୍ୟୁରୋ): ଚନ୍ଦକା ବନଖଣ୍ଡରେ ଥିବା ହାତୀଙ୍କ ବେକରେ ରେଡିଓ କଲାର ଲାଗିବ। ଏହାଦ୍ୱାରା ସାଟେଲାଇଟ ଜରିଆରେ ସେମାନଙ୍କ ଗତିବିଧି ଉପରେ ନଜର ରଖିବ...

ଉଦ୍‌ଘାଟନ ହେଲା ବୋଟ୍‌ ଆମ୍ବୁଲାନ୍ସ ସେବା

ମାଲକାନଗିରି/ଚିତ୍ରକୋଣ୍ଡା,୨୮।୧(ଡି.ଏନ୍‌.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୋଟ୍‌ ଆମ୍ବୁଲାନ୍ସ ସେବା ଉଦ୍‌ଘାଟିତ ହୋଇଯାଇଛି। ଜାନବାଇ ବିଏସ୍‌ଏଫ୍‌ କ୍ୟାମ୍ପ ପକ୍ଷରୁ...

ଆରମ୍ଭରୁ ଗୃହ ମୁଲତବୀ

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ ଆରମ୍ଭରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି।...

‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’

ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍‌ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ...

ଚନ୍ଦ୍ରଗ୍ରହଣ ଲାଗି ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ନଭେମ୍ବର ୮ ତାରିଖରେ ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ଭୁବନେଶ୍ୱରବାସୀ ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାତ୍ର ୬...

Advertisement
Archives

Model This Week