ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ଏଥର ପାସ୍‌ ହାର ରହିଛି…

କଟକ,୨୩।୮: ୨୦୨୪ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି। ପାସ୍‌ ହାର ୫୫.୪% ରହିଛି।

ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା(ଏସ୍‌ଓଏସ୍‌ସି) ରେଜଲ୍ଟ ମଧ୍ୟ ପ୍ରକାଶ ପାଇଛି। ଏଥିରେ ସମସ୍ତ ୫ଟି ବିଷୟରେ ୧୬ହଜାର ୯୦୮ଜଣ ପରୀକ୍ଷା ଦେଇଥିବା ବେଳେ ୯୪୩୫ଜଣ ପାସ୍‌ କରିଛନ୍ତି। ଅର୍ଥାତ ପାସ୍‌ ହାର ୫୫.୮୭% ରହିଛି।

ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ନେଇ ସନ୍ତୁଷ୍ଟ ନୁହନ୍ତି ସେମାନେ ଖାତା ଚେକିଂ ପାଇଁ ଅଗଷ୍ଟ ୨୭ତାରିଖରୁ ସେପ୍ଟେମ୍ବର ୫ ତାରିଖ ମଧ୍ୟରେ ଅଫଲାଇନରେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ଜୋନ ଅଫିସ କିମ୍ବା କଟକସ୍ଥିତ ବିଏସଇ ମୁଖ୍ୟ କାର୍ଯ୍ୟାଳୟରେ ଏନେଇ ଆବେଦନ କରିପାରିବେ। ବିଏସଇର ୱେବ ସାଇଟରେ ଆବେଦନ ଫର୍ମ ଉପଳବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri