କଟକ,୩ା୭: ସୋମବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏହି ପରୀକ୍ଷା ସହ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହୋଇଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଛି।
ସାରା ରାଜ୍ୟରେ ମୋଟ୍ ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଛି। ଏହା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ।


