ସିବିଏସ୍‌ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ: ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷା ନମ୍ବର ଦାଖଲ ପାଇଁ ନିର୍ଦ୍ଦେଶ

କଟକ ଅଫିସ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ ବିବରଣୀ ମାଗିଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ଫର୍ମାଟରେ ବିବରଣୀ ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଫର୍ମାଟରେ ସ୍କୁଲ ନାମ, ନମ୍ବର ଓ ରୋଲ ନମ୍ବର ଆଦି ତଥ୍ୟ ଉଲ୍ଲେଖ ରହିବ।

ଏଥିସହ ଦଶମ ଟେଷ୍ଟ ଓ ନବମ ବାର୍ଷିକ ପରୀକ୍ଷାର ନମ୍ବର ମଧ୍ୟ ମଗାଯାଇଛି । ଉଭୟ ପରୀକ୍ଷାରେ ପିଲା ରଖିଥିବା ନମ୍ବର ଦାଖଲ କରିବାକୁ ପ୍ରଧାନଶିକ୍ଷକଙ୍କୁ କୁହାଯାଇଛି। ସୋମବାର ସୁଦ୍ଧା ନିକଟସ୍ଥ ପରୀକ୍ଷାକେନ୍ଦ୍ରରେ ଫର୍ମାଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ବୋର୍ଡର ଏହି ନିଷ୍ପତ୍ତିକୁ ବିରୋଧ କରିଛି ଓଷ୍ଟା।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri