ସିବିଏସ୍‌ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ: ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷା ନମ୍ବର ଦାଖଲ ପାଇଁ ନିର୍ଦ୍ଦେଶ

କଟକ ଅଫିସ,୩।୫: କରୋନା ମହାମାରୀ ଯୋଗୁ ସରକାର ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି। ତେବେ ପରୀକ୍ଷା ଫଳ ପ୍ରକାଶ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଜିଲା ଶିକ୍ଷାଧିକାରୀ ଛାତ୍ରୀଛାତ୍ରଙ୍କ ବିବରଣୀ ମାଗିଛନ୍ତି। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ଫର୍ମାଟରେ ବିବରଣୀ ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଫର୍ମାଟରେ ସ୍କୁଲ ନାମ, ନମ୍ବର ଓ ରୋଲ ନମ୍ବର ଆଦି ତଥ୍ୟ ଉଲ୍ଲେଖ ରହିବ।

ଏଥିସହ ଦଶମ ଟେଷ୍ଟ ଓ ନବମ ବାର୍ଷିକ ପରୀକ୍ଷାର ନମ୍ବର ମଧ୍ୟ ମଗାଯାଇଛି । ଉଭୟ ପରୀକ୍ଷାରେ ପିଲା ରଖିଥିବା ନମ୍ବର ଦାଖଲ କରିବାକୁ ପ୍ରଧାନଶିକ୍ଷକଙ୍କୁ କୁହାଯାଇଛି। ସୋମବାର ସୁଦ୍ଧା ନିକଟସ୍ଥ ପରୀକ୍ଷାକେନ୍ଦ୍ରରେ ଫର୍ମାଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ବୋର୍ଡର ଏହି ନିଷ୍ପତ୍ତିକୁ ବିରୋଧ କରିଛି ଓଷ୍ଟା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri